୨ୟ କରନ୍ତିୟ 12:19 - ସତିଅର୍ ବାଟ୍ ନୁଆ ନିୟମ୍ 202019 ଆମେ ତମର୍ ବିରୁଦେ କାଇ ଦସ୍ କରୁନାଇ ବଲି ତମ୍କେ ଦେକାଇ ଅଇବାକେ ଚେସ୍ଟା କଲୁନି ବଲି ତମେ ବାବ୍ସା ମିସା । ମାତର୍ ସେନ୍ତାରି ନାଇ । ଆମେ କିରିସ୍ଟର୍ ଲକ୍ ଇସାବେ ପର୍ମେସରର୍ ମୁଆଟେ କାତା ଅଇଲୁନି । ଆଲାଦର୍ ମଇତର୍ମନ୍ ! ତମର୍ ଟାନେ ଆମେ ଜେତ୍କି ବିସଇ କଲୁଆଚୁ, ସେଟା ତମର୍ ବଲ୍ ପାଇ । Gade chapit la |
ଏ ବାଇବଇନିମନ୍, ମର୍ କଇବା କାତା ଅଇଲାନି, ତମେ ଉପାସନା କର୍ବାକେ ରୁଣ୍ଡ୍ଲା ବେଲାଇ ଏନ୍ତାରି କରା । ତମର୍ ବିତ୍ରେଅନି କାକେ କାକେ ଗିତ୍ ଆଚେ, କାକେ କାକେ, ସିକିଆ ଦେବାଟା ଆଚେ, ଆରି କାକେ କାକେ ପର୍ମେସରର୍ ଟାନେ ଅନି କାତା ପାଇ, ସେଟା ଜାନାଇବାଟା ଆଚେ, କି ନାଜାନ୍ଲା ବାସାଇ କାତା କଇବାଟା ଆଚେ, ଆରି କାକେ କାକେ ନାଜାନ୍ଲା ବାସାଇ କଇଲା କାତାର୍ ଅରତ୍ ବୁଜାଇବା ବପୁ ଆଚେ, ଏନ୍ତି କାଇଟା ନଇଲେ କାଇଟା ଆଚେ । ଏଟା ସବୁ ଅଇସି, ତେବେ ମଣ୍ଡଲିର୍ ବିସ୍ବାସି ମନର୍ ବିସ୍ବାସ୍ ଡାଁଟ୍ ଅଇସି ।
ଆମେ ଆରିତରେକ୍ ନିଜ୍କେ ଉପର୍କେ ଉଟାଇବା କାତା କଇଲୁନି ବଲି ତମେ କୁଆ ନାଇ । ଆମେ ତେଇ ରଇବା କେତେଟା ଦରମ୍ ଗୁରୁମନର୍ ପାରା ନାଇ । ବିନ୍ ଲକର୍ ତେଇଅନି ଏ ଲକ୍ ନିକଟା ବଲି ଚିଟି ଆନ୍ଲେ, ତମେ ସେମନ୍କେ ଡାକି ନେଇସା, ଆରି ତମର୍ ଜାଗା ଚାଡିକରି ଗାଲେ, ଏ ଲକ୍ ନିକଟା ବଲିକରି ତମର୍ଟାନେଅନି ଏମନ୍ ଚିଟି ମାଙ୍ଗ୍ବାଇ । ଆମ୍କେ ସେନ୍ତାରି ଚିଟି ଦର୍କାର୍ ନାଇ ।