10 ପର୍ତୁମ୍ ନିୟମର୍ ମଇମା ବେସି ଉଜଲ୍ ରଇଲା, ମାତର୍ ଏବେ ନୁଆ ନିୟମର୍ ରାଜିନାମାର୍ ଲାଗି ପୁର୍ନା ନିୟମର୍ ମଇମା ଉନାଅଇଗାଲା ଆଚେ ।
ଆମେ ନିଜେ ଆଁକିସଙ୍ଗ୍ ତାର୍ ମଇମା ଦେକ୍ଲୁ । ବାବା ପର୍ମେସର୍ ତାକେ ଡାକ୍ପୁଟା କରି ମଇମା ଦେଲାବେଲେ ଆମେ ତେଇ ରଇଲୁ । ସେ ନିଜେ ସବୁର୍ଟାନେଅନି ମଇମାର୍ ପର୍ମେସର୍ କଇରଇଲା “ଏଟା ମର୍ ଆଲାଦର୍ ପ, ତାର୍ଟାନେ ମୁଇ ବେସି ସାର୍ଦା ।”
ତେଇ ଆରି ରାତି ନ ରଏ । ବତିର୍ ଉଜଲ୍ କି ବେଲର୍ ଉଜଲ୍ ଦର୍କାର୍ ନ ପଡେ । କାଇକେବଇଲେ ମାପ୍ରୁ ପର୍ମେସର୍ ତାକର୍ ଉଜଲ୍ ରଇସି । ସେମନ୍ ରାଜା ଇସାବେ କାଲ୍ କାଲ୍ ଜୁଗ୍ ଜୁଗ୍ ସାସନ୍ କର୍ବାଇ ।
ଏ ରାଜା ଏଗ୍ରିପା, ଅଟାତ୍ ଦିନେକ୍ ମୁଣ୍ଡ୍ବେଲା ଲଗେ, ଜିବାବାଟେ ବେଲ୍ ତାରାସେଅନି ଅଦିକ୍ ଉଜଲ୍ ଦେକ୍ଲି । ସର୍ଗେଅନି ସେ ଉଜଲ୍ ଆସି ମକେ ଆରି ମର୍ ସଙ୍ଗ୍ ଜିବା ଲକର୍ ଚାରିବେଟ୍ତି ବିଚି ଅଇଲା ।”
ଲକ୍ମନ୍ ଡଣ୍ଡ୍ ପାଇବାଇ ବଲି ଜାନାଇ ଅଇବା କାମ୍, ଜଦି ମଇମା ସଙ୍ଗ୍ ଆଇଲା, ତେବେ ଆମର୍ ସବୁ ପାପ୍ କେମା ଅଇଲାଆଚେ ବଲି ଜାନାଇବା ବାକିଅ କେତେକ୍ ଅଦିକ୍ ମଇମା ଅଇରଇସି ?
ଜଦି ଆଗର୍ ପର୍ମାନ୍ ନିୟମ୍ ପାକାଇ କାତା ଦେଇରଇବାଟା ଚନେକର୍ପାଇ ଅଇଲେ ମିସା ମଇମାସଙ୍ଗ୍ ରଇଲା, ତେବେ ନୁଆ ପର୍ମାନ୍ ନିୟମ୍ ପାକାଇ ଦେଇରଇବାଟା, ଜନ୍ଟା କି କେବେ ନ ସାରେ, ସେଟା କେତେକ୍ ଅଦିକ୍ ମଇମା ସଙ୍ଗ୍ ରଇସି !