୨ୟ କରନ୍ତିୟ 6:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 ତେବେ ପର୍ମେସରର୍ ଏ କାମେ, ଆମେ କାମ୍କରୁମନ୍ ଅଇଲୁଆଚୁ ଜେ, ତମ୍କେ ଆମେ ବାବୁଜିଆ କଲୁନି । ତମେ ତାର୍ ଜିବନ୍ ଦୁକାଇଲାଟା ମିଲାଇ ଆଚାସ୍ । ସେଟା ଚୁଚାଇ ନ ଅ । Gade chapit la |
ସେଟାର୍ ପାଇ ଏ ବାଇବଇନିମନ୍, ଆମର୍ ଉପ୍ରେ ପରମେସରର୍ ବଡ୍ ଜିବନ୍ଦୁକାନିର୍ ଲାଗି, ତମ୍କେ ମୁଇ ବାବୁଜିଆ କଲିନି, ପରମେସରର୍ ଲଗେ ଗଟେକ୍ ବଲି ଇସାବେ ନିଜର୍ ଜିବନ୍ ସର୍ପିଦିଆସ୍ । ଏନ୍ତାରି ବଲି ଅଇବାଟା ମର୍ବାକେ ନଏଁ, ମାତର୍ ତାର୍ ସେବାକର୍ବାକେ ନିଜେ ସର୍ପି ଅଇବାଟା । ସେନ୍ତି ଅଇଲେ ପର୍ମେସର୍ ସାର୍ଦା ଅଇସି । ପର୍ମେସର୍କେ ଏ ରକାମ୍ ଉପାସନା କର୍ବାର୍ ଆଚେ ।
ଏ ଜିରୁସାଲାମ୍, ଏ ଜିରୁସାଲାମ୍, ତୁଇ ବବିସତ୍ବକ୍ତାମନ୍କେ ମରାଇଲୁସ୍ନି ଆରି ପର୍ମେସର୍ ପାଟାଇରଇଲା କବର୍ ଆନୁମନ୍କେ ପାକ୍ନା ମାରି ମରାଇଲୁସ୍ନି । ମାଇ କୁକ୍ଡା ତାର୍ ଟିଅଁମନ୍କେ ଡେନା ବିତ୍ରେ ଦାରି ଅଲଣ୍ଡ୍ଲାପାରା, ତର୍ ଲକ୍ମନ୍କେ ମୁଇ ପାଟାଲି ରକିଆ କର୍ବାକେ କେତେ କେତେ ତର୍ ଚେସ୍ଟା କଲି । ମାତର୍ ମକେ ସେନ୍ତାରି କର୍ବାକେ ଦେଉସ୍ ନାଇ ।