୨ୟ କରନ୍ତିୟ 6:9 - ସତିଅର୍ ବାଟ୍ ନୁଆ ନିୟମ୍ 20209 ଆମେ ମିଚୁଆ ବଲାଇଅଇଲୁନି । ମାତର୍ ସତ୍ କାତା କଇଲୁନି । ନାଜାନ୍ତେ ରଇଲେ ମିସା ସବୁଲକ୍ ଜାନି ଆଚତ୍ । ମଲା ସମାନ୍ ରଇଲୁ, ମାତର୍ ଆଜିକେ ଜାକ ବଁଚିଆଚୁ । ଡଣ୍ଡ୍ ପାଇଲୁ ମିସା ମରୁନାଇ । Gade chapit la |
ଆମେ ଲୁଚ୍ତେ ରଇବା କାମ୍ କି ଲାଜ୍ କରାଇବା କାମ୍ କରୁନାଇ । ଆମେ ଲକ୍ମନ୍କେ ନାଡାଉ ନାଇ । ଆମେ ଜାନାଇତେରଇବା ମାପ୍ରୁର୍ ବାକିଅ ତେଇ ମିଚ୍ ସିକିଆ ମିସାଉ ନାଇ । ମାତର୍ ସବୁଲକ୍ ବୁଜ୍ଲାପାରା ସତ୍ ସିକିଆ ଦେଲୁନି । ଜେନ୍ତାର୍ କି, ମୁଇ କଇଲା ବାକିଅ ଲକ୍ମନ୍ ତାକର୍ ବିବେକ୍ଟାନେ ସତ୍ ବଲି ଜାନ୍ବାଇ । ଆମେ କର୍ବା ସବୁ କାମ୍ ପର୍ମେସରର୍ ମୁଆଟେ ଆଚେ ।
କେତେଟା ଏପିକିଉରିଆନ୍ ଆରି ଟଇକ୍ ସିକିଆ ଦେବା ଗୁରୁମନର୍ ସଙ୍ଗ୍ ଦଦାପେଲା ଅଇଲାଇ । ସେମନର୍ ବିତ୍ରେଅନି କେତେ ଲକ୍ କଇଲାଇ, “ଏ ବକୁଆ ବଡ୍ପନିଆ, କାଇଟା କଇବାକେ ଚେସ୍ଟା କଲାନି ?” ବିନ୍ ଲକ୍ମନ୍ କଇଲାଇ, “ବିନ୍ ଦେସେ ରଇବା ଦେବ୍ତାମନର୍ ବିସଇ, ସେ ଜାନାଇଲାନି ପାରା ଲାଗ୍ଲାନି ।” ଜିସୁ ଆରି ତରେକ୍ ଜିବନ୍ ଅଇ ଉଟ୍ଲା ବିସଇ ପାଉଲ୍ ଜାନାଇବାଟା ସୁନି ସେମନ୍ ଏନ୍ତି କଇଲାଇ ।