24 ସେମନ୍ ତେଇ କେଟ୍ଲେ ସରି ତମେ ଆଲାଦ୍ କରି ସେମନ୍କେ ଡାକିନିଆ । ଜେନ୍ତାରି କି ତମର୍ ଆଲାଦ୍ ସତ୍ ବଲି ସବୁ ବିସ୍ବାସିମନ୍ ଜାନ୍ବାଇ ଆରି ତମର୍ ବିସଇନେଇ ଆମେ ବଡ୍ପନ୍ ଅଇ ସବୁ କଇବାଟା, ସତ୍ ବଲି ଜାନ୍ବାଇ ।
ତିତସ୍ ତମର୍ଟାନେ ନ ଆଇବା ଆଗ୍ତୁ, ମୁଇ ତମର୍ ବିସଇ ବଡ୍ପନ୍ ଅଇକରି ତାକେ କଇରଇଲି । ସେ ତମର୍ଟାନେ ଆଇଲାକେ ମୁଇ ବଡ୍ପନ୍ ଅଇକରି ସବୁ କଇଲାଟା ସତ୍ ବଲି ଜାନ୍ଲା । ତମେ ମକେ ଲାଜ୍ କରାସ୍ ନାଇ । ମୁଇ ତମ୍କେ ଜାଇଟା ସବୁ କଇଲି ଆଚି, ସେଟା ସତ୍ । ଆରି ତିତସ୍କେ ଜାଇଟା କଇରଇଲି ସେଟା ମିସା ସତ୍ ବଲି ଜାନାପଡ୍ଲାନି ।
ତମର୍ ଲଗେ ମର୍ ବିସ୍ବାସ୍ ଆଚେ । ଆରି ମୁଇ ତମର୍ ବିସଇନେଇ ବଡ୍ପନ୍ ଅଇଲିନି । ଆମେ ବେସି ଦୁକ୍ କସ୍ଟ ଆଇଲେ ମିସା ସାଆସ୍ ଦାରି ଆଚୁ । ମର୍ ମନ୍ବିତ୍ରେ ସାର୍ଦା ଅଦିକ୍ ଅଦିକ୍ ଅଇକରି ଉଚ୍ଲି ଗାଲାନି ।
ଏଟା ତମ୍କେ ମୁଇ ତିଆର୍ଲା ପାରା କଇନାଇ, ମାତର୍ ବିନ୍ ବିସ୍ବାସିମନ୍ ତାର୍ ବାଇମନ୍କେ କେନ୍ତି ଅଦିକ୍ ମନ୍ କରି ସାଇଜ କଲାଇନି, ସେଟା ଜାନିରଇବାକେ କଇଲିନି । ସେମନ୍ କଲାପାରା ତମେ କରିପାରାସ୍ ଆରି ସେଟା ଦେକି ତମର୍ ଆଲାଦ୍ ସତ୍ କି ମିଚ୍ ବଲି ମୁଇ ଜାନିପାର୍ବି ।
ଜିଉଦା, ଗାଲିଲି ଆରି ସମିରଣେ ରଇବା ମଣ୍ଡଲିମନର୍ ପାଇ ସେବେଲା ଗଟେକ୍ ସାନ୍ତିର୍ ବେଲା ରଇଲା । ସୁକଲ୍ ଆତ୍ମା ସେମନର୍ ସଙ୍ଗ୍ ରଇଲା ଜେ ଲକ୍ମନ୍ ଦିନ୍କେଦିନ୍ ଅଦିକ୍ ଅଦିକ୍ ଅଇ ଡାଟ୍ ଅଇଲାଇ । ଜିସୁକେ ବିସ୍ବାସ୍କର୍ବା ଲକ୍ମନ୍, ମାପ୍ରୁକେ ଡରିକରି ଆରି ମାନିକରି ଜିଇତେ ରଇଲାଇ ।