୨ ୟ ଜଅନ୍ 1:10 - ସତିଅର୍ ବାଟ୍ ନୁଆ ନିୟମ୍ 202010 ତେବର୍ପାଇ କେ ଜଦି ତମର୍ଟାନେ ଆସି, କିରିସ୍ଟ ସିକାଇରଇବା ବିସଇତେଇଅନି ବିନ୍ ବିସଇ କଇଲେ, ତାକେ ତମର୍ ଗରେ ମୁଲ୍କେ ଡାକିନିଆ ନାଇ, କି ସଙ୍ଗର୍ ବିସ୍ବାସି ଇସାବେ ଜୁଆର୍ବିଆର୍ କରାନାଇ । Gade chapit la |
ତେବର୍ପାଇ ମୁଇ ଜେଡେବେଲେ ତମର୍ ନଅରେ ଆଇବାବେଲେ ଡାୟଟେପିସ୍ ଜାଇଟା କଲାନି, ସେଟାସବୁ ମଣ୍ଡଲିର୍ ଲକ୍ମନ୍କେ, କଇଦେବି ବଲି ମନ୍ କଲି । ସେ ମର୍ ବିରୁଦେ, ନ କର୍ଲାଟାମନ୍ କଇବୁଲ୍ଲାନି । ଆରି ତାର୍ତେଇଅନି ଅଦିକ୍ କାରାପ୍ଟା ମିସା ସେ କଲାନି । ଆମର୍ ସଙ୍ଗର୍ ବିସ୍ବାସିମନ୍, ଜେକି ସୁବ୍କବର୍ ଜାନାଇଲାଇନି, ସେ ସେମନ୍କେ ଡାକିନେବାକେ ନିଚ୍ଲାନି । ଜନ୍ ଲକ୍ମନ୍ ସେମନ୍କେ ଡାକିନେବାକେ ମନ୍ କଲାଇନି, ସେମନ୍କେ ତେବାଇଲାନି । ସେନ୍ତାରି ଲକ୍ମନ୍କେ ମଣ୍ଡଲିର୍ ସବାତେଇ ଆଇବାକେ ମନାକଲାନି ।