୨ ୟ ପିତର୍ 1:21 - ସତିଅର୍ ବାଟ୍ ନୁଆ ନିୟମ୍ 202021 କାଇକେବଇଲେ, ସେମନ୍ କେବେମିସା ନିଜର୍ତେଇଅନି କାଇ ବବିସତ୍ କାତା କଅତ୍ ନାଇ । ମାତର୍ ପର୍ମେସର୍ଟାନେଅନି ଆଇଲା କାତା ସୁକଲ୍ଆତ୍ମାର୍ ସାଇଜ ସଙ୍ଗ୍ କଇରଇଲାଇ । Gade chapit la |
ମୁଇ ତାକେ ଜୁଆର୍ କର୍ବି ବଲି ତାର୍ ଗଡେ ଡାଣ୍ଡାସନ୍ ପଡ୍ଲି, ମାତର୍ ସେ ମକେ କଇଲା, “ନିଚୁ, ମୁଇ ଆରି ତର୍ ସଙ୍ଗର୍ ବିସ୍ବାସି ବାଇମନ୍ ଜେତ୍କି ଲକ୍ ଆମେ ସବୁ ଜିସୁ ଜାନାଇରଇବା ସତ୍ ଦାରିଆଚୁ, ଆମେ ସବୁ ଅବ୍କା ଦାଙ୍ଗ୍ଡାମନ୍, ପର୍ମେସର୍କେ ଜୁଆର୍ କରା । କାଇକେବଇଲେ ଜିସୁ ଜନ୍ ସତ୍ ଜାନାଇଆଚେ, ସେଟାସେ ବବିସତ୍ ବକ୍ତାମନ୍କେ କାତାଅଇବାକେ ବପୁଦେଲାଆଚେ ।”