21 ଦରମ୍ ଚଲାଚଲ୍ତି କର୍ବା ବାଟ୍ ସେମନ୍ କେବେ ଜାନିନରଇଲେ ତାକର୍ ପାଇ ନିକ ଅଇତା । ମାତର୍ ସେମନ୍ ଏବେ ଲକ୍ମନ୍ ସିକିଆ ପାଇରଇବା ପର୍ମେସରର୍ ନିୟମ୍ ଚାଡିଦେଇଆଚତ୍ ।
ଏତାଇ ରୁଆ । ଜେ ଜଦି ଏଟା ନିକ କାମ୍ ବଲି ଜାନେ, ମାତର୍ ସେଟା ନ କରେ ବଇଲେ, ପର୍ମେସର୍ ଦେକ୍ବା ଇସାବେ ସେ ଦସ୍ କଲାଆଚେ ।
“ଆରି ଜନ୍ ଦାଙ୍ଗ୍ଡା ନିଜର୍ ସାଉକାରର୍ ମନ୍ ଜାନିକରି ଜାଗରତ୍ ନ ଅଇରଏ, କି ସାଉକାରର୍ ମନ୍କଲା ଇସାବେ ପାଇଟି ନ କରେ, ତାକେ କର୍ଡା ସଙ୍ଗ୍ ଅପର୍ବଲ୍ ମାଡ୍ ଅଇସି ।
ଜଦି ମୁଇ ଆସି ଏ ସବୁ ବିସଇ ସେମନ୍କେ ବୁଜାଇ ନ ରଇତି ବଇଲେ, ସେମନ୍ ଦସି ନ ଅଇତାଇ, ମାତର୍ ଏ ପାପର୍ ଚଲାଚଲ୍ତି ପାଇ କାଇ ଚାଲାକି ଦେକାଇ ନାପାରତ୍ ।
କାଇକେବଇଲେ ମାପ୍ରୁ ଜିସୁର୍ଟାନେଅନି ଆଦେସ୍ ପାଇକରି ଜାଇ ଜାଇଟା କର୍ବାକେ କଇରଇଲୁ, ସେଟା ତମେ ଜାନାସ୍ ।
ଜିସୁ ସେମନ୍କେ କଇଲା, “ତମେ କାଣା ଅଇରଇତାସ୍ ଆଲେ ଦସି ନ ଅଇତାସ୍ । ମାତର୍ ଦେକି ପାର୍ଲୁନି ବଲି କଇଲାସ୍ନିଜେ ଅଦିକ୍ ଦସି ।”
ଡୁବନ୍ ଦେଉ ଜଅନ୍ ତମର୍ଟାନେ ଆସି ଦରମର୍ ବାଟ୍ ଦେକାଇ ଦେଇରଇଲା, ମାତର୍ ତମେ ତାକେ ବିସ୍ବାସ୍ କରାସ୍ ନାଇ, ମାତର୍ ସିସ୍ତୁ ମାଙ୍ଗୁମନ୍ ଆରି ବେସିଆମନ୍ ତାର୍ କଇଲା କାତା ବିସ୍ବାସ୍ କଲାଇ । ଏଟା ଦେକିକରି ମିସା ପଚେ ତମେ ପାପ୍ କାମ୍କର୍ବାଟା ଚାଡି ମନ୍ ବାଉଡାଇ ତାକେ ବିସ୍ବାସ୍ କରାସ୍ ନାଇ ।”
ନିୟମ୍ ପର୍ମେସରର୍ଟାନେଅନି ଆଇଲାକେ ସୁକଲ୍ ଆଚେ । ତାର୍ ଆଦେସ୍ ସବୁ ସୁକଲ୍, ଟିକ୍ ଆରି ବେସି ନିକ ।
ତମର୍ ତମର୍ ବିତ୍ରେ, ଜିବନେ ଆଇବା ବଜ୍ ବିସଇ ବଇବାକେ ସାଇଜ କରାକରି ଉଆ । ଏନ୍ତାରି କଲେ ତମେ କିରିସ୍ଟର୍ ଆଦେସ୍ ମାନ୍ସା ।
ଆମର୍ ମାପ୍ରୁ ଜିସୁକିରିସ୍ଟ ବାଉଡି ଆଇବା ଜାକ ମୁଇ ତକେ ତିଆରିରଇବା ଜେତ୍କି ସବୁ ବିସଇ ମାନିକରି, କାଇ ନିନ୍ଦା ନ ଅଇତେ ର ।
କିରିସ୍ଟର୍ ବିସଇତେଇ ରଇବା ସତ୍, ଆମେ ଜାନିକରି ପାପ୍କରି ଲାଗିରଇଲେ, ଆମର୍ ପାପ୍ ଦାରିନେବାକେ ଆରି କାଇ ବଲି ନାଇ ।
ବେସି ଆଗେ ସୁକଲ୍ ବବିସତ୍ବକ୍ତାମନ୍ ଜନ୍ସବୁ କାତା ଜାନାଇ ରଇଲାଇ ଆରି ଉଦାର୍ କର୍ବା ମାପ୍ରୁ ଦେଇରଇବା ଆଦେସ୍ ତମ୍କେ ପେରିତ୍ ସିସ୍ମନ୍ ଦେଇଆଚତ୍, ସେଟା ତମର୍ ମନେ ଏତାଇ ଦେବାକେ ମନ୍କଲିନି ।
ଏ ମର୍ ଆଲାଦର୍ ମଇତର୍ମନ୍, ଆମେ ପାଇରଇବା ମୁକ୍ତିର୍ ବିସଇ ତମ୍କେ ଲେକ୍ବି ବଲି ମନ୍ କଲିନି ମିସା, ସତ୍ ବିସଇର୍ପାଇ ଟିଆ ଅଇବାକେ ତମ୍କେ ସାର୍ଦା କରାଇବି ବଲି ମନ୍କଲି । ତାର୍ ସୁକଲ୍ ଲକ୍ମନର୍ପାଇ ପର୍ମେସର୍ ଏ ସତ୍ ସିକିଆ ଗଟେକ୍ ବେଲେ ସବୁଲକର୍ପାଇ ଦେଲାଆଚେ ।