୨ ୟ ପିତର୍ 2:8 - ସତିଅର୍ ବାଟ୍ ନୁଆ ନିୟମ୍ 20208 ସେନ୍ତାରି କାରାପ୍ ଲକ୍ମନର୍ ବିତ୍ରେ ଲତ୍ ନିକ ସଙ୍ଗ୍ ବଁଚିକରି ରଇଲା । ସେମନ୍ କରିରଇବା କାରାପ୍ କାମ୍ ସେ ଦେକ୍ତେରଇଲା ଆରି କଇତେରଇବା ସତ୍ ନ ରଇବା ବିସଇ, ସୁନ୍ତେରଇଲା । ସେ ଗଟେକ୍ ନିକ ଲକ୍ ରଇଲାଜେ ଏଟାମନ୍ ସୁନି ଦୁକ୍ କର୍ତେରଇଲା । Gade chapit la |
ଦରମ୍ କାମ୍ କର୍ବା ଲକ୍ମନର୍ପାଇ ନିୟମ୍ ତିଆର୍ ନ ଅଇରଇଲା । ତାର୍ ବାଦୁଲେ ଜନ୍ ଲକ୍ମନ୍ ତାର୍ ବିରଦି ଅଇରଇଲାଇ, ଆରି ତାର୍ କାତା ମାନି ନ ରଇଲାଇ, ସେନ୍ତାରି ଲକ୍ମନର୍ ପାଇ ପର୍ମେସର୍ ନିୟମ୍ ତିଆର୍ କରିରଇଲା । ଜନ୍ ଲକ୍ମନ୍ ପର୍ମେସର୍ ରଏ ନାଇ ବଲି ଚଲାଚଲ୍ତି କଲାଇନି, ଜନ୍ ଲକ୍ମନ୍ ପାପ୍ କର୍ବାଇ, କରାପ୍ କାମ୍ କର୍ତେରଇବାଇ, ଆରି ପର୍ମେସର୍କେ ସନ୍ମାନ୍ ନ ଦେଇତେରଅତ୍, ଜନ୍ଲକ୍ମନ୍ କି ତାକର୍ ଆୟା ବାବାମନ୍କେ ମରାଇବାଇ କି ବିନ୍ ଲକ୍ମନ୍କେ ମିସା ମରାଇବାଇ,
ଏବଲର୍ ବିସଇ ବାବି ଦେକୁ । ତାର୍ ବିସ୍ବାସର୍ ଲାଗି ସେ ଜନ୍ଟା ପର୍ମେସର୍କେ ସର୍ପି ଦେଇରଇଲା, ତାର୍ ବାଇ କଇନ୍ ଦେଲାଟାନେଅନି ନିକରଇଲା । ତାର୍ ବିସ୍ବାସର୍ ଲାଗି ପର୍ମେସର୍ ତାକେ ଦରମ୍ ବଲି ଏଜାଇଲା । ସେ ସର୍ପିଦେଲାଟା ପର୍ମେସର୍ ମାନ୍ଲାକେ ଆମେ ଏଟା ଜାନ୍ଲୁନି । ତେବର୍ପାଇ ଏବଲ୍ ମରିଗାଲେମିସା ତାର୍ ବିସ୍ବାସର୍ ଲାଗି, ସେ ଆମ୍କେ କାଇକାଇଟା କଇଲାନି ।