୨ ତେସଲନିକିୟ 2:9 - ସତିଅର୍ ବାଟ୍ ନୁଆ ନିୟମ୍ 20209 ସେ କାରାପ୍ ଲକ୍, ସଇତାନର୍ ବପୁ ପାଇକରି ଆଇସି । ଆରି କାବା ଅଇବା କାମ୍ମନ୍ କରି ଦେକାଇସି । Gade chapit la |
ତେଇ ପସୁକେ ବନ୍ଦିକରି ନେଲାଇ । ତାର୍ ସଙ୍ଗ୍ ଜନ୍ ମିଚ୍ କଇବା ବବିସତ୍ବକ୍ତା, ଜେ କି ତାର୍ ମୁଆଟେ କାବାଅଇଜିବା କାମ୍ମନ୍ କର୍ତେରଇଲା, ତାକେ ମିସା ବନ୍ଦିଗରେ ନେଲାଇ । ଏ କାବାଅଇଜିବା କାମ୍ମନର୍ ଲାଗି ସେ ଲକ୍ମନ୍କେ ନାଡାଇରଇଲା । ଜନ୍ ଲକ୍ମନ୍ କି ପସୁର୍ ଚିନ୍ ଗଦିଅଇକରି ତାର୍ ମୁର୍ତିକେ ଜୁଆର୍ କର୍ତେରଇଲାଇ ସେ ପସୁ ଆରି ମିଚ୍ କଇବା ବବିସତ୍ବକ୍ତା ଦୁଇଲକ୍ଜାକ ଜିବନ୍ ରଇତେ ଗନ୍ଦ୍ ଅଇତେରଇବା ଜଇର୍ ଗାଡେ ପିଙ୍ଗାଅଇଲା ।
ତାର୍ପଚେ ସଇତାନ୍ ଜେ କି ସେମନ୍କେ ନାଡାଇଲା, ଜଇ ଆରି ଗନ୍ଦ୍ରସ୍ ରଇବା ଗାଡେ ପିଙ୍ଗାଅଇଲା । ସେ ପସୁ ଆରି ମିଚ୍ କଇବା ବବିସତ୍ବକ୍ତା ଆଗେଅନି ତେଇ ପିଙ୍ଗାଅଇରଇଲାଇ । ସେମନ୍ ତେଇରଇକରି ଦିନ୍ ରାତି କାଲ୍ କାଲ୍ ଜୁଗ୍ ଜୁଗ୍ ସେ ଲକ୍ମନ୍କେ କାବା କରିରଇଲା, ତାକେ ଜଇ ଆରି ଗନ୍ଦ୍ତେ ରଇବା ଗାଡେ ନସ୍ଟ କରାଇଲା, ସେ ତେଇ ସେ ପସୁ ଆରି ମିଚ୍ସିକିଆ ଦେଉଁ ବାବବାଦିମନ୍ ମିସା ଆଚତ୍, ଆରି ସେ ଲକ୍ମନ୍ ଦିନ୍ରାତିଜାକ କସ୍ଟ ବଗ୍ବାଇ ।
ସଇତାନ୍ ଅଇଲାନି ତମର୍ ବାବା । ଆରି ତମେ ସେ କର୍ବା କାରାପ୍ କାମ୍ମନ୍ କର୍ବାକେ ମନ୍ କଲାସ୍ନି । ସେ ଆଗ୍ତୁଅନି ଲକ୍ମନ୍କେ ନସ୍ଟ କଲାନି, ଆରି ସେ ସତ୍ ବିସଇ ଗିନ୍ କଲାନି । ତାର୍ତେଇ ସତ୍ ବିସଇ ନାଇ । ଜେଡେବେଲା ସେ ମିଚ୍ କଇଲାନି, ସେବେଲା ସେ ନିଜର୍ ଗୁନ୍ ଚଲନ୍ଅନି ସେନ୍ତି କଇଲାନି । କାଇକେ ବଇଲେ ସେ ମିଚ୍ କଇବା ଲକ୍, ଆରି ମିଚ୍ କଇବା ଲକ୍ମନର୍ ବାବା ।