16 ଜନ୍ମାପ୍ରୁ ଆମ୍କେ ସାନ୍ତି ଦେଲାନି, ସେ ତମ୍କେ ସବୁବେଲେ ଆରି ସବୁରକାମ୍ ସାନ୍ତିଦେଅ । ମାପ୍ରୁ ତମର୍ ସବୁର୍ଲଗେ ରଅ ।
ଜେନ୍ତାରି କି ତମେ ମର୍ତେଇ ରଇକରି ସାନ୍ତି ପାଇସା, ସେଟାର୍ପାଇ ମୁଇ ତମ୍କେ ଏ ସବୁ ବିସଇ କଇଆଚି । ଏ ଦୁନିଆଇ ତମର୍ପାଇ ବେସି ଦୁକ୍ କସ୍ଟ ଆଚେ, ମାତର୍ ଡାଟ୍ସଙ୍ଗ୍ ରୁଆ, ମୁଇ ଦୁନିଆର୍ କାରାପ୍ ବପୁ ନସାଇକରି ଜିତିଆଚି ।”
“ମୁଇ ତମ୍କେ ସାନ୍ତି ଦେଇକରି ଗାଲିନି । ମର୍ ନିଜର୍ ସାନ୍ତି ତମ୍କେ ଦାନ୍ ଦେଇକରି ଗାଲିନି । ଏଟା ଦୁନିଆ ଦାନ୍ ଦେଲାପାରା ସାନ୍ତି ନଏଁ । ସେଟାର୍ ପାଇ ଚିନ୍ତା କରା ନାଇ କି କିଲ୍ବିଲ୍ ଅଇ ଡରା ନାଇ ।
ଗଟେକ୍ ଦାଙ୍ଗ୍ଡି ଗାଗ୍ଡେ ଅଇ ପିଲା ଜନମ୍ କର୍ସି, ଆରି ସେ ପିଲା ଲକ୍ମନର୍ ଟାନେ ଇମାନୁଏଲ୍ ବଲି ନାମାଇ ଅଇସି, ଏ ନାଉଁର୍ ଅରତ୍ ଅଇଲାନି, ପର୍ମେସର୍ ଆମର୍ ସଙ୍ଗ୍ ଆଚେ ।
ସାନ୍ତିଦେବା ପରମେସର୍ ତମର୍ ସବୁ ଲକର୍ ସଙ୍ଗ୍ ରଅ । ଆମେନ୍ ।
ଆରି ସାନ୍ତିଦେଉ ପରମେସର୍ ତମର୍ ଲାଗି ସଇତାନ୍କେ ପୁରାପୁରୁନ୍ କୁରୁପ୍ନାସ୍ କର୍ସି । ଆମର୍ ମାପ୍ରୁ ଜିସୁକିରିସ୍ଟର୍ ଜିବନ୍ଦୁକାଇଲାଟା ତମର୍ ସଙ୍ଗ୍ ସବୁବେଲେ ରଅ ।
“ସର୍ଗେ ରଇବା ପର୍ମେସରର୍ ଜୟ ଜୟ କରୁ, ଆରି ଦର୍ତନିଟାନେ ରଇବା ଜନ୍ ଲକ୍ମନ୍କେ ପର୍ମେସର୍ ବାଚ୍ଲାଆଚେ ସେମନ୍କେ ସାନ୍ତି ମିଲ ।”
ନିଜେ ସାନ୍ତି ଦେବା ପର୍ମେସର୍ ତମ୍କେ ପୁରାପୁରୁନ୍ କରି ସୁକଲ୍ କର । ଆରି ଆମର୍ ମାପ୍ରୁ ଜିସୁ ଆରିତରେକ୍ ଆଇବା ବେଲେ, ତମର୍ ଆତ୍ମା, ଜିବନ୍, ଗାଗଡ୍ କାଇ ଦସ୍ ପାପ୍ ନ ଅଇକରି ସଙ୍ଗଇ ରଅ ।
ପର୍ମେସର୍ ଜିବନ୍ ଦୁକାଇ ଦୟା କଲାଟା ତମର୍ ସଙ୍ଗ୍ ରଅ ।
ରମେ ରଇବା ସବୁ ଲକ୍କେ ଏ ଚିଟି ଲେକ୍ଲିନି । କାଇକେବଇଲେ ତମ୍କେ ପରମେସର୍ ଆଲାଦ୍ କଲାନି । ଆରି ତାର୍ ନିଜର୍ ଲକ୍ ଅଇବାକେ ଡାକି ଆଚେ । ଆମର୍ ବାବା ପରମେସର୍ ଆରି ମାପ୍ରୁ ଜିସୁକିରିସ୍ଟ ତମ୍କେ ଜିବନ୍ ଦୁକାଇ ସାନ୍ତି ଦେଅ ।
ଆରି ମୁଇ ଜନ୍ ସବୁ ସିକିଆ ଦେଇଆଚି, ସେଟା ମାନା ବଲି ସିକାଆ । ଆରି ମନେ ରଅ, କାଲ୍ କାଲ୍ ଜୁଗ୍ ଜୁଗ୍ ମୁଇ ସବୁବେଲେ ତମର୍ ସଙ୍ଗ୍ ରଇବି ।”
ଆମର୍ ମାପ୍ରୁ ଜିସୁ କିରିସ୍ଟ ଜିବନ୍ ଦୁକାଇ ଦୟା ଦେକାଇଲାଟା ତମର୍ ସବୁର୍ ସଙ୍ଗ୍ ର ।
ଆମର୍ ମାପ୍ରୁ ଜିସୁକେ ପର୍ମେସର୍ ମଲାତେଇଅନି ଉଟାଇଲା । ସେ ଗଟେକ୍ ଗଉଡ୍ପାରା ଆମ୍କେ ଜାଗିରଇସି । ଆମେ ପର୍ମେସର୍ ସଙ୍ଗ୍ ସବୁଦିନର୍ପାଇ ଗଟେକ୍ ଅଇବାଟାକେ ତାର୍ ବନି ଜରାଇଲା ।
ମଲ୍କିସେଦକ୍ ନାଉଁର୍ ଅରତ୍ ଅଇଲାନି, ଦରମ୍ସଙ୍ଗ୍ ରଇବା ରାଜା । ଆରି ସାନ୍ତିର୍ ରାଜା ମିସା । କାଇକେବଇଲେ ସାଲେମ୍ ନାଉଁର୍ ଅରତ୍ ଅଇଲାନି ସାନ୍ତି ।
ଏବେ ଏ ମର୍ ବାଇବଇନିମନ୍ ମୁଇ ରଇଲିନି । ତମର୍ ଚଲାଚଲ୍ତି ସିଦ୍ କର୍ବାକେ ଜବର୍ ଚେସ୍ଟା କରା । ମର୍ ଆଦେସ୍ ସବୁ ମାନିକରି ରୁଆ । ସବୁଲକ୍ ଗଟେକ୍ ମନ୍ ଅଇକରି ସାନ୍ତିଅଇ ରୁଆ । ତେବେ ଆଲାଦ୍ ଆରି ସାନ୍ତିର୍ ପର୍ମେସର୍ ତମର୍ ସଙ୍ଗ୍ ରଇସି ।
କାଇକେବଇଲେ ପର୍ମେସର୍ ଆଗାପଚା ନ ଅଇକରି ସବୁ ବିସଇ ଅର୍ସା ସଙ୍ଗ୍ ଅ, ବଲି ମନ୍ କଲାନି । ପର୍ମେସରର୍ ବିନ୍ ଉପାସନା ମଣ୍ଡଲିତେଇ ଜେନ୍ତାରି,
ଆମର୍ ମାପ୍ରୁ ଜିସୁକିରିସ୍ଟର୍ ଜିବନ୍ ଦୁକାନି ତମ୍କେ ସବୁକେ ମିଲ ।
ଆମର୍ ବାବା ପର୍ମେସର୍ ଆରି ମାପ୍ରୁ ଜିସୁକିରିସ୍ଟ ସବୁ ବିସ୍ବାସି ବାଇମନ୍କେ ସାନ୍ତି ଦେଅ । କିରିସ୍ଟକେ ବିସ୍ବାସ୍ କରି ତମର୍ ବିତ୍ରେ ଆଲାଦ୍ କରାକରି ଅଇବାକେ ସେମନ୍ ତମ୍କେ ସାଇଜ କରତ୍ ।
ତମର୍ଲଗେ ଆଇବାକେ ଆମ୍କେ ଆମର୍ ବାବା ପର୍ମେସର୍ ଆରି ଆମର୍ ମାପ୍ରୁ ଜିସୁ ବାଟ୍ ତିଆର୍କରି ଦେଅତ୍ ।