24 ଏ ବେଲାଇ ବିସ୍ବାସିମନ୍ ପର୍ମେସରର୍ ବାକିଅ ସୁନ୍ଲାଇ ଆରି ବିସ୍ବାସ୍ କର୍ବା ଲକ୍ମନ୍ ବଡିଗାଲାଇ ।
ଏନ୍ତାରି ପର୍ମେସରର୍ ବାକିଅ ଗୁଲାଇବାଟର୍ ଲକ୍ ସୁନ୍ଲାଇ । ଜିରୁସାଲମେ ଅଦିକ୍ ଅଦିକ୍ ସିସ୍ମନ୍ ବଡ୍ବାର୍ ଦାର୍ଲାଇ, ବେସି ପୁଜାରିମନ୍ ମିସା ଜିସୁକେ ବିସ୍ବାସ୍ କଲାଇ ।
ଏ ବାଇବଇନିମନ୍, ସାରାସାରି ଆମର୍ପାଇ ପାର୍ତନା କରା । ମାପ୍ରୁର୍ ବାକିଅ ତମର୍ ବିତ୍ରେ ଜେନ୍ତିକି ଦାପ୍ରେ ଡାବିଅଇ ଜାଇରଇଲା, ସେନ୍ତାରିସେ ଦାପ୍ରେ ଗୁଲାଇବାଟେ ବିଚିଅଇକରି ଡାକ୍ପୁଟା ଅ ।
ଏନ୍ତିବାବ୍ରେ ପରମେସରର୍ ବାକିଅ ଅଦିକ୍ ଅଦିକ୍ ଗୁଲାଇବାଟେ ଉଡ୍ରା ଅଇଜାଇ ଅଦିକ୍ ବପୁ ଅଇବାର୍ ଦାର୍ଲା ।
ସେଟାର୍ପାଇ ମୁଇ ତକେ କଇଲିନି, ତୁଇ ପିତର୍, ଜାର୍ ଅରତ୍ କି ପାକ୍ନା । ଏ ପାକ୍ନା ଉପ୍ରେ ମୁଇ ମର୍ ମଣ୍ଡଲି ତିଆର୍ କର୍ବି । ଜେନ୍ତିକି ମରନ୍ ପାରା ବପୁ ମିସା ତାକେ କାଇ କରିନାପାରେ ।
ଗୁଲାଇ ଜଗତର୍ କେତେକ୍ କେତେକ୍ ଲକ୍ମନ୍ ଏ ସୁବ୍କବର୍ ବିସ୍ବାସ୍କରି ତାକର୍ ମନ୍ ବାଦ୍ଲାଇଲାଇନି । ତମେ ସୁବ୍କବର୍ ସୁନ୍ଲା ପର୍ତୁମ୍ ଦିନେଅନି ତମର୍ ବିତ୍ରେ ମିସା ଏନ୍ତାରିସେ ଅଇରଇଲା ଆରି ପର୍ମେସର୍ ଜିବନ୍ ଦୁକାଇଲା ସତ୍ ବିସଇ ତମେ ପୁରାପୁରୁନ୍ ଜାନିରଇଲାସ୍ ।
ପରମେସରର୍ ବପୁ ସେମନର୍ ସଙ୍ଗ୍ ରଇଲା ଆରି ବେସି ଲକ୍ ବିସ୍ବାସ୍ କରି ମାପ୍ରୁର୍ ବାଟେ ମନ୍ ବାଉଡାଇଲାଇ ।
ମାତର୍ ସେଟା ଜଦି ପର୍ମେସରର୍ଟାନେ ଆସିରଇସି ବଇଲେ, ତାକେ ତମେ ଦବାଇନାପାରାସ୍ । ସେତ୍କିଅନି ଡିସ୍ସି ଜେ ତମେ ପର୍ମେସରର୍ ବିରଦେ ଜୁଜ୍ଲାସ୍ନି ।” ବଡ୍ସବାର୍ ଲକ୍ମନ୍ ଗମଲିଏଲ୍ କଇଲା କାତା ମାନ୍ଲାଇ ।