24 ଜିସୁ ତାର୍ କାମ୍ ଆରାମ୍ କର୍ବା ଆଗ୍ତୁ, ଜଅନ୍ ଇସ୍ରାଏଲର୍ ସବୁ ଲକର୍ ଲଗେ ଜାନାଇକରି, ସେମନ୍କେ ପାପେଅନି ମନ୍ ବାଉଡାଇ ଡୁବନ୍ ନେବାକେ ଅଇସି ବଲି କଇରଇଲା ।
ଜନ୍ ଲକ୍କେ ଆମେ ବାଚ୍ବୁ, ପର୍ମେସର୍ ଜିସୁକେ ଜେନ୍ତି ଜିବନ୍ କରି ଉଟାଇଲା, ସେ ବିସଇ ଆମର୍ସଙ୍ଗ୍ ସେ ସାକି ଅଇବାର୍ଆଚେ । ଜଅନ୍ ଜିସୁକେ ଡୁବନ୍ଦେଲା ବେଲେଅନି, ପର୍ମେସର୍ ଆମର୍ଟାନେଅନି ତାକେ ସର୍ଗେ ନେବା ଜାକ, ସେ ଲକ୍ ଆମର୍ ଦଲେ ରଇବାର୍ ଆଚେ ।”
ଡୁବନ୍ ଦେଉ ଜଅନ୍ ପାପ୍ କାମ୍ କର୍ବାଟାନେଅନି ବାଉଡ୍ବା ବିସଇ ଆରି ଡୁବନ୍ ନେବା ବିସଇ କଇଲାପଚେ, ଗାଲିଲିଅନି ଆରାମ୍ କରି ଗୁଲାଇ ଜିଉଦାର୍ ସବୁବାଟେ ଜନ୍ ଗଟ୍ନାସବୁ ଗଟ୍ଲା ଆଚେ, ସେଟା ତୁଇ ଜାନୁସ୍ ।
ଏ ମର୍ ନୁନା, ତୁଇ ସବୁର୍ ଉପ୍ରେ ରଇବା ପର୍ମେସରର୍ ଗଟେକ୍ ବବିସତ୍ବକ୍ତା ବଲି ଡାକ୍ପୁଟା ଅଇସୁ । ତୁଇ ସେ ପାଟାଇରଇବା ଗଟେକ୍ ଦୁତ୍ପାରା, ତାର୍ପାଇ ବାଟ୍ ତିଆର୍ କର୍ସୁ ।
ଏଟା ଅଇଲାନି ପର୍ମେସରର୍ ପଅ ଜିସୁ କିରିସ୍ଟର୍ ନିମାନ୍ କବରର୍ ଆରାମ୍ ।