ପେରିତ୍ 14:15 - ସତିଅର୍ ବାଟ୍ ନୁଆ ନିୟମ୍ 202015 “ଏ ଲକ୍ମନ୍ ତମେ କାଇକେ ଏଟା କଲାସ୍ନି ? ଆମେ ତମର୍ ପାରା ଲକ୍ ସେ । ତମ୍କେ ସୁବ୍ କବର୍ ଜାନାଇବାକେ ଆଇଲୁଆଚୁ । ଆରି ଏ ଚୁଚାଇ ରଇବା ପୁତ୍ଲାମନ୍କେ ପୁଜା କର୍ବାଟା ଚାଡିକରି, ଜିବନ୍ ରଇବା ପର୍ମେସର୍କେ ଉପାସନା କରା ବଲି, କଇବାକେ ଆସିଆଚୁ । ଏ ପର୍ମେସର୍ ସରଗ୍, ଦର୍ତନି, ସମ୍ଦୁର୍ ଆରି ତାର୍ ବିତ୍ରେ ରଇବା ସବୁ ବିସଇ ତିଆର୍ କଲାଆଚେ । Gade chapit la |
ମୁଇ ତାକେ ଜୁଆର୍ କର୍ବି ବଲି ତାର୍ ଗଡେ ଡାଣ୍ଡାସନ୍ ପଡ୍ଲି, ମାତର୍ ସେ ମକେ କଇଲା, “ନିଚୁ, ମୁଇ ଆରି ତର୍ ସଙ୍ଗର୍ ବିସ୍ବାସି ବାଇମନ୍ ଜେତ୍କି ଲକ୍ ଆମେ ସବୁ ଜିସୁ ଜାନାଇରଇବା ସତ୍ ଦାରିଆଚୁ, ଆମେ ସବୁ ଅବ୍କା ଦାଙ୍ଗ୍ଡାମନ୍, ପର୍ମେସର୍କେ ଜୁଆର୍ କରା । କାଇକେବଇଲେ ଜିସୁ ଜନ୍ ସତ୍ ଜାନାଇଆଚେ, ସେଟାସେ ବବିସତ୍ ବକ୍ତାମନ୍କେ କାତାଅଇବାକେ ବପୁଦେଲାଆଚେ ।”