ପେରିତ୍ 15:32 - ସତିଅର୍ ବାଟ୍ ନୁଆ ନିୟମ୍ 202032 ଜିଉଦା ଆରି ସିଲା ନିଜେ ଦୁଇ ଲକ୍ ବବିସତ୍ବକ୍ତା ରଇଲାଇ । ସେମନ୍ ଆନ୍ଟିଅକର୍ ବିସ୍ବାସି ବାଇମନ୍କେ ବେସିଦିନ୍ ରଇକରି, କବର୍ ଜାନାଇ, ସେମନର୍ ବିସ୍ବାସ୍ ଡାଟ୍ କଲାଇ । Gade chapit la |
ଚନେକର୍ ଆଇବା ଦୁକ୍କସ୍ଟ ମୁର୍ଚି ସାରାଇଲେ, ତମ୍କେ ପର୍ମେସର୍ କାଇ ଦସ୍ ନ ରଇବା, ତାର୍ ସିଦ୍ ଲକ୍ କରାଇସି । ତମର୍ ବିସ୍ବାସ୍ ଡାଟ୍ ଅଇବାକେ ସେ ତମ୍କେ ବପୁ ଦେଇସି । ଆରି ତମ୍କେ ନିକ କୁନାଦି ପାରା ତିଆର୍ କର୍ସି । କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ପାଇ, ତାର୍ ନ ସାର୍ବା ମଇମାତେଇ ମିସ୍ବାକେ ତମ୍କେ ଡାକ୍ଲାଆଚେ । ସେ ତମ୍କେ ଜିବନ୍ ଦୁକାଇ ଦୟା କରି ଏ ସବୁ ବିସଇ କଲାଆଚେ ।
ବିନ୍ ଲକ୍ମନ୍କେ ସାର୍ଦା କରାଇବାକେ ବପୁ ଦେଇରଇଲେ, ସେଟା କର୍ତେ ରଉଁ । ଅର୍କିତ୍ ଲକ୍ମନ୍କେ ଦାନ୍ କର୍ବା ବପୁ ଦେଇରଇଲେ, କାଇଟା ନ ବାବିକରି ଦାନ୍ କରୁ । ବିନ୍ ଲକର୍ କାମ୍କେ ଦେକାରକା କର୍ବା ଅଦିକାର୍ ଦେଇରଇଲେ, ନିଜେ ବେସି କାମ୍ କର୍ବାର୍ଆଚେ । ଜଦି ବିନ୍ ଲକ୍ମନ୍କେ ଦୟା ଦେକାଇବା ବପୁ ଦେଲାଆଚେ, ବିଜାର୍ ନ ଅଇ ସାର୍ଦା ସଙ୍ଗ୍ କର୍ବାର୍ ଆଚେ ।
ପଚେ ପେରିତ୍ ସିସ୍ମନ୍, ମଣ୍ଡଲିର୍ ପାର୍ଚିନ୍ମନ୍, ଆରି ସବୁ ମଣ୍ଡଲିର୍ ବାଇମନ୍ ରୁଣ୍ଡ୍ଲାଇ । ସେମନ୍ ରାଜିଅଇରଇବା କାତା ଆନ୍ଟିଅକର୍ ବିସ୍ବାସିମନ୍କେ ଜାନାଇବାକେ ପାଉଲ୍ ଆରି ବର୍ନବା ସଙ୍ଗ୍ ଜିବାକେ କେତେଲକ୍କେ ବାଚ୍ଲାଇ । ବର୍ସବା ନାଉଁର୍ ଜିଉଦା ଆରି ସିଲାକେ ବାଚ୍ଲାଇ । ଏ ଦୁଇଲକ୍କେ ସବୁ ବିସ୍ବାସିମନ୍ ସନ୍ମାନ୍ ଦେଇତେରଇଲାଇ ।
ସେଟାର୍ ପାଇ ମୁଇ ତମ୍କେ କଇଲିନି, ତମର୍ ଲଗେ ବବିସତ୍ବକ୍ତାମନ୍କେ, ସିକାଇବା ଗୁରୁମନ୍କେ ଆରି ଗିଆନ୍ ରଇବା ବଡ୍ ଲକ୍ମନ୍କେ ମୁଇ ପାଟାଇବି । ତାକର୍ ବିତ୍ରେଅନି ତମେ କେତେ ଲକ୍କେ ମରାଇସା, କେତେ ଲକ୍କେ କୁର୍ସେ ଚଗାଇସା, ଆରି ବାକି ଲକ୍ମନ୍କେ ପାର୍ତନା ଗରେଅନି କର୍ଡା ସଙ୍ଗ୍ ମାରି ମାରି ଗଟେକ୍ ନଅରେ ଅନି ଆରିଗଟେକ୍ ନଅରେ କେଦି ଦେଇସା ।