ପେରିତ୍ 16:23 - ସତିଅର୍ ବାଟ୍ ନୁଆ ନିୟମ୍ 202023 ବେସି ମାଡ୍କାଇଲା ପଚେ ସେମନ୍କେ ବନ୍ଦି ଗରେ ପୁରାଇଲାଇ ଆରି କୁଚିଦେଇ ଜାଗ୍ବାକେ ବନ୍ଦି ଗର୍ ଜାଗୁଆଲ୍କେ ଆଦେସ୍ ଦେଲାଇ । Gade chapit la |
“ମୁଇ ଜଅନ୍, ତମର୍ ବିସ୍ବାସର୍ ଲାଗି ବାଇ ଅଇଲିଆଚି । ଜିସୁର୍ ସଙ୍ଗ୍ ଆମେ ମିସିଆଚୁକେ, ତାର୍ ରାଇଜେ ରଇବା ଲକ୍ମନର୍ପାଇ ଆସିରଇବା ସବୁ ଦୁକ୍ କସ୍ଟଟାନେ ମୁଇ ତମର୍ ସଙ୍ଗ୍ ମୁର୍ଚିକରି ଆଚି । ଚାରିବେଟ୍ତି ସମ୍ଦୁର୍ ରଇକରି ମଜାଇ ରଇବା ପାତ୍ମସ୍ ବଲି ଗଟେକ୍ ରାଇଜେ ମକେ ନେଇରଇଲା । ମୁଇ ପର୍ମେସରର୍ କାତା ଆରି ଜିସୁ ଦେଇରଇବା ସିକିଆ ଜାନାଇରଇଲିଜେ, ମକେ ସେନ୍ତାରି କଲା ।
ସେମନ୍ ଜଦି ଆମେ କିରିସ୍ଟର୍ ଦାଙ୍ଗ୍ଡା ବଇଲେ, ମୁଇ ମିସା ଗଟେକ୍ ଦାଙ୍ଗ୍ଡା । ମାତର୍ ସେମନର୍ ଟାନେ ଅନି ମୁଇ ଅଦିକ୍ ନିକ ଦାଙ୍ଗ୍ଡା । ନିଜ୍କେ ବଡ୍ କରାଇ ମୁଇ ଗଟେକ୍ ବାୟାଲକର୍ ପାରା କାତା ଅଇଲିନି ବଲି ଜାନିଆଚି । ମୁଇ ତାକର୍ଟାନେ ଅନି ଅଦିକ୍ ଆବଡ୍ କାମ୍ କରିଆଚି, ଅଦିକ୍ ତର୍ ବନ୍ଦିଗରେ ରଇଆଚି, ଅଦିକ୍ ତର୍ ମାଡ୍ କାଇଆଚି, ଅଦିକ୍ ତର୍ ମଲାସମାନ୍ ଅଇଜାଇରଇଲି ।