16 ସିଲା ଆରି ତିମତିକେ ଆତେନେସ୍ତେଇ ଜାଗି ରଇଲା ବେଲେ, ଗଡ୍ଜାକର୍ ଲକ୍ ପୁଜା କର୍ବା ଦେବ୍ତାମନର୍ ମୁର୍ତିମନ୍ ଦେକି, ପାଉଲର୍ ମନ୍ ବେସି ଉଡୁକ୍ଦୁଡୁକ୍ ଅଇଗାଲା ।
ସେ ନଅର୍ମନ୍ ପଡାଇବା ଆଗ୍ତୁ ସେ ଲତ୍କେ ରକିଆ କଲା । ଲତ୍ ଗଟେକ୍ ନିକଲକ୍ ରଇଲା । ତାର୍ ନଅରର୍ ଲକ୍ମନ୍ କରିରଇବା ପାଦ୍ରାପାଦ୍ରି କାମ୍ ଆରି ନିୟମ୍ ନ ମାନ୍ବାଟା ଦେକି ବେସି ଦୁକ୍ କର୍ତେରଇଲା ।
ସେବେଲେ ତାକର୍ ମନ୍ ଡାଟ୍ ରଇବାଟା ଦେକିକରି ଜିସୁ ଦୁକ୍ଅଇ ରିସାସଙ୍ଗ୍, ଚାରିବେଡ୍ତି ଦେକ୍ଲା । ଆରି ସେ ଲକ୍କେ କଇଲା, “ଆତ୍ ଲାମା ।” ସେ ଲକ୍ ଆତ୍ ଲାମାଇଲା, ଆରି ତାର୍ ଆତ୍ ନିମାନ୍ ଅଇଗାଲା ।
କାଇକେବଇଲେ, ମୁଇ ତମର୍ ନଅରେ ବୁଲି ଦେକ୍ଲା ବେଲେ, ତମର୍ ପୁଜା କର୍ବା ଜାଗାମନ୍ ଦେକ୍ଲି । ତେଇ ଗଟେକ୍ ବେଦି ରଇଲା । ଗଟେକ୍ ନ ଜାନ୍ଲା ଦେବ୍ତାକେ, ଲେକାରଇଲାଟା ମିସା ଦେକ୍ଲି । ତମେ ଜାକେ ନାଜାନି ପୁଜାକଲାସ୍ନି । ଏବେ ତାର୍ ବିସଇ ତମ୍କେ ଜାନାଇଲିନି ।
ସେ ବେଲା ଜିଉଦି ଲକ୍ମନର୍ ନିସ୍ତାର୍ ପରବ୍ କେଟି ଆଇତେ ରଇଲା । ସେଟାର୍ପାଇ ଜିସୁ ଜିରୁସାଲମେ ଗାଲା ।
ପାଉଲ୍କେ ଡାକିନେବା ଲକ୍ମନ୍, ତାର୍ ସଙ୍ଗ୍ ଆତେନସ୍ ଜାକ ଗାଲାଇ । ତେଇଅନି ସେମନ୍ ବେରିଆଇ ବାଉଡି ଆସି, ସିଲା ଆରି ତିମତିକେ କଇଲାଇ, “ତମ୍କେ ପାଉଲ୍ ବେଗି ମିସ୍ବାକେ କବର୍ ପାଟାଇ ଆଦେସ୍ ଦେଲାଆଚେ ।”
କାଇକେବଇଲେ ଆତେନେସର୍ ଲକ୍ ଆରି ତେଇ ରଇବା ବିନ୍ ଦେସର୍ ଲକ୍ମନ୍ ନୁଆ ବିସଇ ସୁନ୍ବାକେ ଆରି କଇବାକେ ବଲ୍ପାଇତେ ରଇଲାଇ । ତେଇ ସେମନ୍ ବେସି ବେଲା ଦେଇତେ ରଇଲାଇ ।
ତାର୍ପଚେ ପାଉଲ୍ ଆତେନ୍ସ୍ ଚାଡି କରନ୍ତିଅ ଗାଲା ।
ଏବେ ସୁକଲ୍ଆତ୍ମାର୍ ଚାଲ୍ନାଦେଲା ଆଦେସ୍ ମାନିକରି, ମୁଇ ଜିରୁସାଲମେ ଗାଲିନି । ତେଇ ମକେ କାଇଟା ଅଇସି ନାଜାନି ।
ସାରାସାରିପଚେ ଆମେ ଦୁକ୍ କସ୍ଟ ମୁର୍ଚି ନାପାରିକରି ଆତିନେସ୍ତେଇ କାର୍ ସଙ୍ଗ୍ ନ ମିସିକରି ଜିଉନାକାଉନା କରୁବଲି, କାତା ଅଇଲୁ ।