36 କେ ମିସା ଏଟା ନଏଁ ବଲି କଇନାପାରତ୍ । ସେଟାର୍ ପାଇ ତମେ ସବୁ ଲକ୍ ଚିମ୍ରାଇ ଉଆ । କାଇକାମ୍ ମିସା ବକୁଆପାରା କରାନାଇ ।
ପଚେ ନଅରର୍ ଅଦିକାରେ ରଇବା ଗଟେକ୍ କାମ୍କରୁ, ଲକ୍ମନ୍କେ ବୁଜା ସୁଜା କରି ଚିମ୍ରା କଲା ଆରି କଇଲା, “ଏ ଏପିସିୟର୍ ବାଇମନ୍, ଏପିସିସ୍ ନଅରେ ବଡ୍ଦେବି ଆର୍ତେମିର୍ ମନ୍ଦିର୍ ଆରି ଆକାସେଅନି କସ୍ରି ଆଇଲା ସୁକଲ୍ ପାକ୍ନା ରକିଆ କର୍ବା ଦାଇତ୍, ଏପିସିୟ ନଅରେ ରଇବା ଲକ୍ମନର୍ ।
ଏ ଲକ୍ମନ୍ ମନ୍ଦିରେଅନି କାଇଟା ଚରି କରତ୍ ନାଇ, କି ଆମର୍ ଦେବିର୍ ବିରଦେ, କାଇମିସା କାରାପ୍ କାତା କଅତ୍ ନାଇ, ଏଲେମିସା ତମେ ଏମନ୍କେ ଦାରି ଆନିଆଚାସ୍ ।
ବିସ୍ବାସେ ବିସ୍ ଦେବା ଲକ୍, ବକୁଆ ବିସଇ କର୍ବା ଲକ୍, ବିନ୍ ଲକର୍ଟାନେଅନି ବଡ୍ ବଲାଇଅଇବା ଲକ୍, ପର୍ମେସର୍କେ ଆଲାଦ୍ କର୍ବା ବାଦୁଲେ ନିଜ୍କେ ସାର୍ଦା କରାଇବା ଲକ୍ ।