ପେରିତ୍ 2:17 - ସତିଅର୍ ବାଟ୍ ନୁଆ ନିୟମ୍ 202017 ସେଟା କାଇଟା ବଇଲେ ପର୍ମେସର୍ କଇଲାନି, “ସାରାସାରି ଦିନେ ମୁଇ ଏ ସବୁ ବିସଇ କର୍ବି । ମର୍ ଆତ୍ମା ଜବର୍ ଅଇତେ ସବୁବାଟର୍ ଲକ୍କେ ଦେବି । ତମର୍ ପିଲାଜିଲା ମୁଇ କଇବା କାତା କଇବାଇ । ତମର୍ ଦାଙ୍ଗ୍ଡାପିଲାମନ୍କେ ମୁଇ ଦର୍ସନ୍ ଦେକାଇବି । ଆରି ଡକ୍ରା ଲକ୍ମନ୍ ମର୍ ବିସଇନେଇ ସପନ୍ ଦେକ୍ବାଇ । Gade chapit la |
କିରିସ୍ଟର୍ ଏ ଗାଗ୍ଡେ ପର୍ମେସର୍ ବିନ୍ ବିନ୍ ଲକ୍ମନ୍କେ ବିନ୍ ବିନ୍ କାମ୍ ଦେଲାଆଚେ । ପର୍ତୁମ୍ ପେରିତ୍ ଇସାବେ ବାଚ୍ଲା ଲକ୍, ତାର୍ ପଚେ ବବିସତ୍ କାତା କଇବା ଲକ୍ମନ୍କେ, ସିକାଉମନ୍କେ, କାବାଅଇଜିବା କାମ୍ କର୍ବା ଲକ୍କେ, ନିକ କର୍ବା ଲକ୍ମନ୍କେ, ସାଇଜ କର୍ବା ଲକ୍ମନ୍କେ, ନେତା ଇସାବେ ଦାଇତ୍ ନେବାକେ, ଆରି ନାଜାନ୍ଲା ବାସାଇ କାତା କଇବା ଲକ୍ମନ୍କେ ବାଚ୍ଲା ଆଚେ ।