7 ସେମନର୍ ବୁଦିଗୁପିଗାଲା ଆରି କାବା ଅଇଜାଇ ପାଚାର୍ଲାଇ, “ଏନ୍ତାରି ବାସାଇ କାତା ଅଇବା ଲକ୍ମନ୍ ଗାଲିଲିଅନି ନଅତ୍ କି ?
ଏନ୍ତି ବଲି ସେମନ୍ ବେସି କାବାଅଇଗାଲାଇ । ଆରି ସେମନର୍ ବୁଦି ଆଜି ଗାଲା । ଆରି ତାକର୍ ତାକର୍ ବିତ୍ରେ “ଏଟା କେନ୍ତାର୍ ଅଇଲା ତେବେ ?” ବଲି ସବୁ ବେଲେ ପାଚାର୍ଉଚାର୍ ଅଇତେ ରଇଲାଇ ।
ଆରି କଇଲାଇ “ଏ ଗାଲିଲିର୍ ଲକ୍ମନ୍, ତମେ କାଇକେ ଇତି ଟିଆଅଇ ଆକାସେ ଦେକ୍ଲାସ୍ନି ? ଏ ଜିସୁକେ ପର୍ମେସର୍ ତମର୍ଟାନେଅନି ସର୍ଗେ ନେଲା ଆଚେ । ସେ ସର୍ଗେ ଜେନ୍ତି ଜାଇରଇଲା, ସେନ୍ତାରିସେ ଦର୍ତନିତେଇ ଆଇବାଟା ଦେକ୍ସା ।”
ବିନ୍ଲକ୍ମନ୍ କଇଲାଇ, “ଏନ୍ତି ବଇଲେ ତୁଇ ମିସା କାଇ ଗଟେକ୍ ଗାଲିଲିର୍ ଲକ୍ କି ? କେ ମିସା ପର୍ମେସରର୍ ତେଇଅନି ବବିସତ୍କାତା କଇବା ଲକ୍ ଗାଲିଲିଅନି ଆସତ୍ ନାଇ ।”
ମନ୍ଦିରର୍ ସୁନ୍ଦର୍ ନାଉଁର୍ ଡିଆଗଡି ବସି ରଇଲା ମାଙ୍ଗ୍ତିଆ ବଲି ଚିନ୍ଲାଇ । ଆରି ତାକେ ଜାଇଟା ଗଟି ରଇଲା ସବୁ ଜାନି କାବାଅଇଜାଇ କାନାବାନା ଅଇଲାଇ ।
ସେଦାପ୍ରେ ସେ ରଗି ଉଟି କଟ୍ ବଇକରି ସବୁ ଲକର୍ ଦେକ୍ତେ ବାରଇ ଗାଲା । ସେବେଲାଇ ସବୁଲକ୍ କାବା ଅଇ ପର୍ମେସରର୍ ମଇମା କରି କରି କଇଲାଇ, “ଆମେ ଏନ୍ତାରିଟା କେବେ ମିସା ଦେକି ନ ରଇଲୁ ।”
ତେବର୍ପାଇ ପାର୍ତନା ଗରେ ରଇବା ସବୁ ଲକ୍ କାବା ଅଇଗାଲାଇ ଆରି ତାକର୍ ତାକର୍ ବିତ୍ରେ କୁଆବଲା ଅଇଲାଇ । “ଏଟା କେନ୍ତାର୍ ? ଏଟାତା ଅଦିକାର୍ ସଙ୍ଗର୍ ନୁଆ ସିକିଆ । ଡୁମା ଆତ୍ମାମନ୍ ମିସା, ସେ ତିଆର୍ଲାଟା ମାନ୍ଲାଇନି ।”
କେତେପର୍ ଗାଲାପଚେ ତେଇ ରଇଲା ଲକ୍ମନ୍ ପିତରର୍ ଲଗେ ଆସି କଇଲାଇ, “ବାଇଦରେ ତୁଇ ମିସା ସେମନର୍ ବିତ୍ରେଅନି ଗଟେକ୍ ଲକ୍ । ତର୍ କାତାବାର୍ତାଇଅନି ଏଟା ଜାନା ପଡିଗାଲାନି ।”
ଲକ୍ମନ୍ ପାଚାର୍ଲାଇ, “ସେ କେ ?” ବିନ୍ ଲକ୍ମନ୍ କଇଲାଇ, “ସେ ଅଇଲାନି ଗାଲିଲି ରାଇଜେ ରଇବା ନାଜରିତ୍ ଗଡର୍ ବବିସତ୍ବକ୍ତା ଜିସୁ ।”
ଜିସୁ ଏଟା ସୁନି କାବା ଅଇଗାଲା, ଆରି ତାର୍ ସଙ୍ଗ୍ ଆଇବା ଲକ୍ମନ୍କେ କଇଲା, “ମୁଇ ସତ୍ କଇଲିନି, ଇସ୍ରାଏଲ୍ ବିତ୍ରେ କନ୍ ଲକର୍ଟାନେ ମିସା ଏ ଲକର୍ ପାରା ବିସ୍ବାସ୍ ମୁଇ ଦେକିନାଇ ।
ସେନ୍ତିଆଲେ ଆମେ କେନ୍ତି ସେମନ୍କେ ଆମର୍ ନିଜର୍ ନିଜର୍ ଜନମ୍ ଜାଗାର୍ ବାସାଇ କାତା ଅଇବାଟା ସୁନିଆଚୁ ?