ପେରିତ୍ 20:21 - ସତିଅର୍ ବାଟ୍ ନୁଆ ନିୟମ୍ 202021 ଜିଉଦି ଆରି ଗିରିକ୍ ଲକ୍ମନ୍କେ ସବୁକେ ମୁଇ ଡାଟ୍ ସଙ୍ଗ୍ ଜାଗ୍ରତ୍ ରଇବା କାତା ସୁନାଇ ରଇଲି, ଜେନ୍ତାରିକି, ସେମନ୍ ପାପେଅନି ବାଉଡିକରି ପର୍ମେସରର୍ ବାଟେ ମନ୍ ଦେଅତ୍ ଆରି ମାପ୍ରୁ ଜିସୁକେ ବିସ୍ବାସ୍ କରତ୍ । Gade chapit la |
ଅଇଲେ ମିସା ଆମେ ଜାନୁ, ମସାର୍ ନିୟମର୍ ଦାବି ପୁରାପୁରୁନ୍ କଲେ ନଏଁ, ମାତର୍ ଉଜେ ଜିସୁ କିରିସ୍ଟର୍ତେଇ ବିସ୍ବାସ୍ କଲେ, ଗଟେକ୍ ଲକ୍ ପରମେସରର୍ ମୁଆଟେ ଦସ୍ ନ ରଇବା ଲକ୍ ବଲାଇଅଇସି । ତାର୍ ମୁଆଟେ ଦରମ୍ ଲକ୍ ବଲାଇଅଇବାକେ, ଆମେ ଜିଉଦିମନ୍ ମିସା ଜିସୁକିରିସ୍ଟକେ ବିସ୍ବାସ୍ କଲୁନି । କାଇକେବଇଲେ ପର୍ମେସରର୍ ମୁଆଟେ କେମିସା ନିୟମ୍ ମାନ୍ବା ଲକ୍ ଦରମ୍ ବଲି ଏଜାଇ ନ ଅଅତ୍ ।