ପେରିତ୍ 21:3 - ସତିଅର୍ ବାଟ୍ ନୁଆ ନିୟମ୍ 20203 ତାର୍ପଚେ ଡିସ୍ତେରଇବା ସାଇପରସ୍ ନାଉଁର୍ ଗଟେକ୍ ଜାଗାଇ କେଟ୍ଲୁ । ତେଇଅନି ତାର୍ ଦକିଣ୍ଦିଗ୍ ବାଟେ ଜାଇ ସିରିଆଇ କେଟ୍ଲୁ । ଆମେ ଟାୟର୍ ନାଉଁର୍ ଗଟେକ୍ ଜାଗାଇ, ପାନିଜାଜେଅନି ଉତର୍ଲୁ, କାଇକେ ବଇଲେ, ଏ ଜାଜେଅନି ଦିନ୍ସୁମନ୍ ଉତ୍ରାଇବାର୍ ରଇଲା । Gade chapit la |
ସେ ବେଲାଇ ଏରଦ୍ ସର୍ ଆରି ସିଦନର୍ ଲକ୍ମନ୍କେ ବେସି ରିସା ଅଇରଇଲା । ସେଟାର୍ ପାଇ ତେଇର୍ ଲକ୍ମନ୍ ଗଟେକ୍ ଦଲ୍, ତାକେ ବେଟ୍ ଅଇବାକେ ଗାଲାଇ । ପର୍ତୁମ୍ ସେମନ୍ ରାଜା ସଇବା ଗର୍ ଦାଇତେ ରଇଲା ବାଲସ୍ଟସ୍କେ ବୁଜାଇ, ତାର୍ ସାଇଜ ପାଇଲାଇ । ତାର୍ ପଚେ ସେମନ୍ ଏରଦର୍ ଲଗେ ଜାଇ ସାନ୍ତିସଙ୍ଗ୍ ରଉଁ ବଲି କାତା ଅଇଲାଇ, କାଇକେ ବଇଲେ ଏରଦର୍ ରାଇଜେଅନି ସେମନର୍ ଦେସେ କାଇବା ଜିନିସ୍ ଜାଇତେରଇଲା ।
“ଏ କରାଜିନର୍ ଲକ୍ମନ୍, ତମେ କେଡେ ଇନସ୍ତା ଅଇ ଡଣ୍ଡ୍ ପାଇସା ! ଏ ବେତ୍ସାଇଦାର୍ ଲକ୍ମନ୍, ତମର୍ ଦସା ମିସା ସେନ୍ତିସେ । ତମର୍ ବିତରେ ଜନ୍ କାବାଅଇଜିବା କାମ୍ମନ୍ କରାଅଇଲାଆଚେ, ସେଟା ସବୁ ଜଦି ମୁଇ ସର ଆରି ସିଦନ୍ ଗଡେ କରି ରଇଲେ, ସେ ଗଡର୍ ଲକ୍ମନ୍ ପାପେଅନି ବାଅଡ୍ଲୁ ବଲି ଦେକାଇବାକେ ଗାଗ୍ଡେ ଚାର୍ ଡାଲିଅଇ, ବାସ୍ତା ପିନ୍ଦିକରି ମନ୍ ବାଦ୍ଲାଇତାଇ ।”