37 ପାଉଲ୍କେ ସନିଅମନ୍ ଗଡ୍ବିତ୍ରେ ନେବାବେଲେ ସେ ସନିଅମନର୍ ମୁକିଆକେ କଇଲା, “ମୁଇ ତମର୍ ସଙ୍ଗ୍ କାତା ଅଇପାର୍ବି କି ?” ସନିଅମନର୍ ମୁକିଆ କଇଲା, “ତୁଇତା ଗିରିକ୍ କଇଲୁସ୍ନି ।
ଲକ୍ମନର୍ ମାନ୍ଦାଇଅନି କେ କେତେ ରକାମ୍ କାତା କଇ ଆଉଲିଅଇଲାଇ । ଏନ୍ତି କିରମାର୍ ଅଇଲା ଜେ, ସନିଅମନର୍ ମୁକିଆ, ସତ୍ସେ, ଏ ଗଟ୍ନା କାଇକେ ଅଇଲା ବଲି ବୁଜିନାପାର୍ଲା । ସେଟାର୍ପାଇ ସେ ପାଉଲ୍କେ ଗଡ୍ବିତ୍ରେ ଦାରିଜିବାକେ ସନିଅମନ୍କେ ଆଦେସ୍ ଦେଲା ।
ପାଉଲ୍ ସେମନ୍କେ ଜୁଆର୍ବେଟ୍ ଅଇ ତାକର୍ କାମେଅନି, ପରମେସର୍ ଜିଉଦିନଇଲା ଲକ୍ମନର୍ ବିତ୍ରେ ଜାଇଟା କରିରଇଲା ତାର୍ ଗଟେକ୍ ଟିକିନିକିର୍ ତାଲିକା ଦେଲା ।
ତେଇ ପାଉଲ୍ ଏକ୍ଲାସେ ଲକ୍ମନର୍ ବିତ୍ରେ ଜିବାକେ ମନ୍କଲା । ମାତର୍ ବିସ୍ବାସିମନ୍ ତାକେ ବିତ୍ରେ ଜିବାକେ ଚାଡତ୍ନାଇ ।
କାଇକେ ବଇଲେ ମୁଇ ତମ୍କେ ଟିକ୍ପଦ୍ କଇବାକେ ଗିଆନ୍ ଦେବି । ତମ୍କେ ବିରଦ୍ କର୍ବା ଲକ୍ମନ୍ ସେ ଗିଆନର୍ ବାଦୁଲେ କାଇଟା କଇନାପାରତ୍ ।
ରମିୟ ସନିଅମନର୍ ମୁକିଆ ପାଉଲ୍କେ ଗଡ୍ ବିତ୍ରେ ଦାରିଜିବାକେ ସନିଅମନ୍କେ ତିଆର୍ଲା ଆରି ଜିଉଦିମନ୍ କାଇକେ ତାର୍ ବିରୁଦେ ଆଉଲି ଅଇଲାଇନି, ସେଟା ଜାନ୍ବାକେ ପାଉଲ୍କେ କର୍ଡା ସଙ୍ଗ୍ ମାର୍ବାକେ ଆଦେସ୍ ଦେଲା ।
ତାକର୍ ଦଦାପେଲା ଅଦିକ୍ ଅଦିକ୍ ଅଇଗାଲାକେ ଲକ୍ମନ୍ ପାଉଲ୍କେ ଗନ୍ଦାଗନ୍ଦା କରି ଚିରି ପାକାଇବାଇ ବଲି ସନିଅମନର୍ ମୁକିଅ ଡର୍ଲା । ତେବେ ସେ ଗଣ୍ଡ୍ଗଲ୍ ଅଇବା ଲକ୍ମନର୍ ବିତ୍ରେଅନି ପାଉଲ୍କେ ରକିଆ କରି ଗଡ୍ ବିତ୍ରେ ଦାରି ଜିବାକେ ସନିଅମନ୍କେ ତିଆର୍ଲା ।
ପାଉଲର୍ ବାନ୍ଜା ଏମନର୍ କୁଟ୍ କାତା ସୁନିକରି ଗଡ୍ ବିତ୍ରେ ଗାଲା ଆରି ସବୁ କାତା ପାଉଲ୍କେ କଇଦେଲା ।