ପେରିତ୍ 23:10 - ସତିଅର୍ ବାଟ୍ ନୁଆ ନିୟମ୍ 202010 ତାକର୍ ଦଦାପେଲା ଅଦିକ୍ ଅଦିକ୍ ଅଇଗାଲାକେ ଲକ୍ମନ୍ ପାଉଲ୍କେ ଗନ୍ଦାଗନ୍ଦା କରି ଚିରି ପାକାଇବାଇ ବଲି ସନିଅମନର୍ ମୁକିଅ ଡର୍ଲା । ତେବେ ସେ ଗଣ୍ଡ୍ଗଲ୍ ଅଇବା ଲକ୍ମନର୍ ବିତ୍ରେଅନି ପାଉଲ୍କେ ରକିଆ କରି ଗଡ୍ ବିତ୍ରେ ଦାରି ଜିବାକେ ସନିଅମନ୍କେ ତିଆର୍ଲା । Gade chapit la |
ମୁଇ ଜିବାବେଲେ ବାଟେ, ମର୍ ମୁଆଟେ କେତେକ୍ କେତେକ୍ ବିପଦ୍ ଆଇଲା । ଜେନ୍ତିକି, ବନିଆର୍ ବିପଦେ, ଚର୍ମନର୍ ବିପଦେ, ମର୍ ଜିଉଦି ବାଇମନର୍ ବିପଦେ, ଜିଉଦି ନ ଅଇଲା ଲକ୍ମନର୍ ବିପଦେ, ସଅରେ ଅଇରଇବା ବିପଦେ, କିନରା ଜାଗା ମନର୍ ବିପଦେ, ଡଙ୍ଗରର୍ ଜଁତ୍ ଜିଆଦ୍ ମନର୍ ବିପଦେ, ସମ୍ଦୁରେ ବନିଆ ଆଇଲାବେଲର୍ ବିପଦେ ଆରି କିରିସ୍ଟର୍ ବିସ୍ବାସିମନ୍ ବଲି ନାଡାଇ ଅଇରଇବା ଲକ୍ମନର୍ ବିପଦେ ।