24 ପାଉଲ୍ ଜିବା ପାଇ କେତେଟା ଗଡା ଦିଆସ୍ ଆରି ନିକ ସଙ୍ଗେ ତାକେ ସାସନ୍କାରିଆ ପେଲିକ୍ସ୍ ଲଗେ ଦାରି ଜାଆ ।”
ତେଇ ସେମନ୍ କେତେ ଦିନ୍ ରଇଲା ପଚେ ପେସ୍ଟସ୍ ପାଉଲର୍ ବିସଇ ରାଜାକେ ଜାନାଇଲା, “ପେଲିକସ୍ ବନ୍ଦିକରି ଜାଇରଇବା ଗଟେକ୍ ଲକ୍ ଇତି ଆଚେ ।”
ତାର୍ପଚେ ସାସନ୍କାରିଆ ପାଉଲ୍କେ କାତା ଅଇବାକେ ସାଗିଆ କଲାକେ ପାଉଲ୍ କଇଲା । “ମୁଇ ଜାନି ଜେ ବେସି ବରସ୍ ଦାରି ତମେ ଏ ଜାତିର୍ ବିଚାର୍କରୁ ଅଇ ଆଚୁସ୍, ସେଟାର୍ ପାଇ ତମର୍ ମୁଆଟେ କଇବାଟା କେଡେ କରମର୍ କାତା ।
“ଏ ଚିଟି ମୁଇ କାଲାଡିଆକେ ଲିସିଆର୍ ସବୁର୍ଟାନେଅନି ଡାକ୍ପୁଟା ରଇବା ସନ୍ମାନର୍ ସାସନ୍କାରିଆ ପେଲିକ୍ସ୍କେ ଲେକ୍ଲିନି, ଜୁଆର୍ !
ସନିଅମନ୍ ପାଉଲ୍କେ ଦାରି ସିସେରିଆଇ କେଟ୍ଲାଇ । ତେଇ ସନିଅମନର୍ ମୁକିଅର୍ ଚିଟି ସଙ୍ଗେ ପାଉଲ୍କେ ସାସନ୍କାରିଆର୍ ଆତେ ଜିମାଦେଇଦେଲାଇ ।
ଆରି ତାର୍ଲଗେ ଜାଇ ମାଡ୍ଅଇ କଣ୍ଡିଆ ବଣ୍ଡିଆ ଅଇଲାଟାନେ, ଚିକନ୍ ଆରି ଆମଟ୍ ଅଙ୍ଗୁର୍ରସ୍ ଲାଗାଇଦେଲା । ତାକେ ଗର୍ଣ୍ଡା ବାନ୍ଦି, ଗଦଉପ୍ରେ ବସାଇ, ଲକ୍ମନ୍ ବସି ମିଟିଙ୍ଗ୍ କର୍ବା ଗରେ ନେଇ ସେବାଜତନ୍ କଲା ।
ବଡ୍ ସାସନ୍କାରିଆ ତିବିରିଆ କାଇସର୍ ସାସନ୍ କର୍ବା ପନ୍ଦ୍ର ବରସ୍ ଅଇଲାବେଲେ, ପାନ୍ତିୟ ପିଲାତ୍ ଜିଉଦା ରାଇଜ୍ ସାସନ୍ କର୍ତେରଇଲା । ଆରି ଏରଦ୍ ଗାଲିଲିର୍ ସାସନ୍କାରିଆ ରଇଲା । ଏରଦର୍ ବାଇ ପିଲିପ୍ ଇତୁରିଆ ଆରି ତାକ୍ନିତ୍ ରାଇଜର୍ ସାମନ୍ତ୍ ରାଜା ରଇଲା । ଲୁସାନିଆ ନାଉଁର୍ ଗଟେକ୍ ଲକ୍ ଅବିଲିନି ରାଇଜର୍ ସାମନ୍ତ୍ ରାଜା ରଇଲା ।
ସେମନ୍ ଜିସୁକେ ସିକିଲି ସଙ୍ଗ୍ ବାନ୍ଦି ରମ୍ରାଇଜର୍ ରାଜା ପିଲାତର୍ ଲଗେ ଦାରିଗାଲାଇ ।
ସନିଅମନର୍ ମୁକିଅ ପେଲିକ୍ସ୍କେ ଏନ୍ତି ଗଟେକ୍ ଚିଟି ଲେକ୍ଲା,
ପାଁଚ୍ଦିନ୍ ପଚେ ବଡ୍ ପୁଜାରି ଅନନିୟ କେତେଟା ପାର୍ଚିନ୍ ଆରି ତର୍ତୁଲସ୍ ନାଉଁର୍ ଗଟେକ୍ ଅକିଲ୍ ସଙ୍ଗ୍ ସିସେରିଆଇ ଗାଲାଇ । ସେମନ୍ ପେଲିକ୍ସର୍ ମୁଆଟେ ଟିଆଅଇ ପାଉଲର୍ ବିରଦେ ସେମନର୍ ଦାବା ଜାନାଇଲାଇ ।
ସବୁଜାଗାଇ ଆରି ସବୁ ବେଲାଇ ଆମେ ଏଟାକେ ନାମ୍ଲୁନି, ଏଟାର୍ପାଇ ଆମେ ତମ୍କେ ମାନି ଆଇଲୁନି ।