27 ଆଗିଆ, ଜିଉଦିମନ୍ ଏ ଲକ୍କେ ଦାରି ତାକେ ମର୍ତେ ମାରିଦେବାକେ ଚେସ୍ଟା କର୍ତେ ରଇଲାଇ । ସେ ଗଟେକ୍ ରମିୟ ଲକ୍ ବଲି ଜାନ୍ଲା ପଚେ, ମୁଇ ତାକେ ମର୍ ସନିଅମନ୍ ସଙ୍ଗେ ତାକେ ରକିଆ କଲି ।
ସେ ଆମର୍ ମନ୍ଦିର୍ ଅସୁକଲ୍ କର୍ବାକେ ଚେସ୍ଟା କଲାବେଲେ ଆମେ ତାକେ ବନ୍ଦି କଲୁ ।
ତାକର୍ ଦଦାପେଲା ଅଦିକ୍ ଅଦିକ୍ ଅଇଗାଲାକେ ଲକ୍ମନ୍ ପାଉଲ୍କେ ଗନ୍ଦାଗନ୍ଦା କରି ଚିରି ପାକାଇବାଇ ବଲି ସନିଅମନର୍ ମୁକିଅ ଡର୍ଲା । ତେବେ ସେ ଗଣ୍ଡ୍ଗଲ୍ ଅଇବା ଲକ୍ମନର୍ ବିତ୍ରେଅନି ପାଉଲ୍କେ ରକିଆ କରି ଗଡ୍ ବିତ୍ରେ ଦାରି ଜିବାକେ ସନିଅମନ୍କେ ତିଆର୍ଲା ।