29 ମାତର୍ ସେ ମରନର୍ କି ବନ୍ଦି ଡଣ୍ଡ୍ ପାଇବା ପାରା କାଇମିସା ବୁଲ୍ କାମ୍ କରେ ନାଇ ବଲି ମୁଇ ଜାନିପାର୍ଲି । ତାର୍ ବିରଦେ ଅଇଲା ଦାବା ସବୁ, ତାକର୍ ନିଜର୍ ଦରମ୍ ବିସଇ ।
ସେମନ୍ ବାରଇଲା ବେଲେ ତାକର୍ ତାକର୍ ବିତ୍ରେ କଇଲାଇ, “ଏ ଲକ୍ ଏନ୍ତି କାଇମିସା କାମ୍ କରେ ନାଇ, ଜନ୍ଟା କି ସେ ମରନର୍ ଡଣ୍ଡ୍ ପାଇବାକେ କି ବନ୍ଦି ଅଇବାକେ ।”
ମାତର୍ ମୁଇ କଜି ବାର୍କରାଇଲି ଜେ, ଏ ଲକ୍ ମରନ୍ ଡଣ୍ଡ୍ ପାଇବା ଏତ୍କି, କାଇ ଦସ୍ କରେନାଇ । ସେ ନିଜେ ବଡ୍ସାସନ୍କାରିଆକେ ଗୁଆରି କଲାର୍ ପାଇ, ମୁଇ ତାକେ ତେଇ ପାଟାଇବାକେ ଟିକ୍ କଲି ଆଚି ।
ମାତର୍ ଏ କାତା ତମର୍ ବିଦିବିଦାନ୍ ଆରି ରିତିନିତିର୍ କାତା ଅଇଲାର୍ ପାଇ, ଏଟା ତମେ ଟିକ୍କର୍ବାଟା ନିକ ଅଇସି । ମୁଇ ଏନ୍ତି ବିଚାର୍ ନ କରି ।”
ମକେ ପାଚାର୍ ଉଚାର୍ କଲା ପଚେ ମରନ୍ ଡଣ୍ଡ୍ ପାଇବା ଏତ୍କି କାଇ ଅପ୍ରାଦ୍ କରେ ନାଇ ବଲି ଜାନ୍ଲାଇ । ପଚେ ରମିଅ ଲକ୍ମନ୍ ମକେ ମୁକ୍ଲାଇବାକେ ମନ୍ କର୍ତେ ରଇଲାଇ ।
ଜଦି ମୁଇ ରିତିନିତି ନ ମାନି ମରନ୍ ଡଣ୍ଡ୍ ପାଇବାପାରା କାଇ ଦସ୍ କଲିଆଚି ବଇଲେ, ମର୍ବାକେ ନ ଡରି । ମାତର୍ ସେମନ୍ ମର୍ ବିରଦେ ଆନିରଇବା ଦାବା ବିତ୍ରେ କାଇମିସା ସତ୍ ନ ରଏ, ତେବେ କେ ମିସା ମକେ ସେମନ୍କେ ସର୍ପିଦେଇ ନାପାରତ୍ । ବଡ୍ ସାସନ୍କାରିଆ ଆକା ମକେ ବିଚାର୍ନା କର ବଲି ଗୁଆରି କଲିନି ।”