30 ଆରି ତାର୍ ବିରଦେ ଗଟେକ୍ କୁଟ୍ ଜଜ୍ନା ଅଇଲାନି ବଲି କବର୍ ସୁନି, ବେଗି ବେଗି ତମର୍ ଲଗେ ପାଟାଇ ଦେବାକେ ଟିକ୍ କଲି, ତାର୍ ବିରଦେ ରଇଲା ଦାବା, ତର୍ ମୁଆଟେ ଜାନାଇବାକେ ତାର୍ ଦାବାଦାରିମନ୍କେ ମୁଇ କଇଲିଆଚି ।”
ମାତର୍ ମୁଇ ସେମନ୍କେ କଇଲି ଜେ, ଗଟେକ୍ ଦସିକେ ବିଚାର୍ କର୍ବା ଗରେ, ତାକେ ଦାବା କରୁମନର୍ ମୁଆଟେ ନିଜର୍ ବାଟେଅନି କଇବାକେ ବେଲା ଦେବା ଆଗ୍ତୁ, ତାକେ ଦସି କର୍ବାଟା ଆମର୍ ରମିୟମନର୍ ନିୟମେ ନାଇ ।
ମାତର୍ ତେଇ ଆସିଆ ଦେସର୍ କେତେଟା ଜିଉଦି ରଇଲାଇ, ଜଦି ସେମନ୍କେ ମର୍ ବିରଦେ କାଇଟା କଇବାର୍ ରଇଲା, ଆଗ୍ତୁ ସେମନ୍ ନିଜେ ତମର୍ ମୁଆଟେ ଆସି ଦାବା କର୍ବାର୍ ରଇଲା ।
ସେ କଇଲା, “ତମର୍ ଦାବାଦାରିମନ୍ ଆସି କେଟ୍ଲା ପଚେ, ମୁଇ ତର୍ କାତା ସୁନ୍ବି ।” ତାର୍ ପଚେ ପାଉଲ୍କେ ଏରଦ୍ ରାଜାର୍ ନଅରେ ବନ୍ଦି କରି ସଙ୍ଗଇବାକେ ଆଦେସ୍ ଦେଲା ।
ଦାଙ୍ଗ୍ଡା କଇଲା, “ପାଉଲର୍ ଟିକିନିକି ବିସଇ ଜାନ୍ବାର୍ ଆଚେ ବଲି ନାଡାଇକରି ତାକେ ଜିଉଦିମନ୍ ବଡ୍ ସବାଇ ନେବାକେ, ତମ୍କେ ଗୁଆରି କର୍ବାଇ ।
ଏବେ ଏ ମର୍ ବାଇବଇନିମନ୍ ମୁଇ ରଇଲିନି । ତମର୍ ଚଲାଚଲ୍ତି ସିଦ୍ କର୍ବାକେ ଜବର୍ ଚେସ୍ଟା କରା । ମର୍ ଆଦେସ୍ ସବୁ ମାନିକରି ରୁଆ । ସବୁଲକ୍ ଗଟେକ୍ ମନ୍ ଅଇକରି ସାନ୍ତିଅଇ ରୁଆ । ତେବେ ଆଲାଦ୍ ଆରି ସାନ୍ତିର୍ ପର୍ମେସର୍ ତମର୍ ସଙ୍ଗ୍ ରଇସି ।
ଆରକର୍ ଦିନର୍ ସାକାଲେ କେତେଟା ଜିଉଦିମନ୍ ଗଟେକ୍ଟାନେ ରୁଣ୍ଡି ଜଜ୍ନା କଲାଇ । ପାଉଲ୍କେ ନ ମରାଇବା ଜାକ ସେମନ୍ ଅରନ୍ପାନି ନ ଚିଉ ବଲି ସପତ୍ କଲାଇ ।
ସେ କେତେଟା ନିୟମ୍ ଅଇଲାନି ପୁତ୍ଲା ଦେବ୍ତାମନ୍କେ ପୁଜା କରିରଇବା କାଇମିସା କାଦି କାଇବାର୍ ନାଇ । ଟଟ୍ରି ପିଚ୍କି ମରାଇଲା କନ୍ ମିସା ପସୁର୍ ବନି କି ମାଉଁସ୍ କାଇବାର୍ ନାଇ । ଆରି ବିନ୍ ମାଇଜି କି ମୁନୁସର୍ ମିଲାମିସା ଟାନେଅନି ଦୁରିକେ ରଇବାର୍ । ଏ ସବୁ କାମ୍ ନ କର୍ବାକେ ତମେ ଜାଗ୍ରତ୍ ରଇଲେ, ଅଇଜାଇସି । ଏତ୍କିକେ ରଇଲୁନି ।”
ମାତର୍ ସାଉଲ୍ ସେମନର୍ କୁଟ୍ କାତା ଜାନ୍ଲା । ସାଉଲ୍କେ ମରାଇବାକେ ସେମନ୍ ଦିନ୍ ରାତି ନଅରର୍ ସବୁ ଦୁଆର୍ମନ୍କେ ଜାଗ୍ଲାଇ ।
ସନିଅମନ୍ ସେ ଆଦେସ୍ ଇସାବେ ପାଉଲ୍କେ ସେ ରାତି ଆନ୍ତିପଟ୍ରିସେ କେଟାଇଦେଲାଇ ।