ପେରିତ୍ 24:14 - ସତିଅର୍ ବାଟ୍ ନୁଆ ନିୟମ୍ 202014 ଏଲେ ମିସା ମୁଇ ତମର୍ ଲଗେ ରାଜି ଅଇଲିନି ଜେ, ଜନ୍ ବାଟ୍ ସେମନ୍ ମିଚ୍ ବଲି କଇଲାଇନି, ସେ ବାଟେ ଜାଇ, ଆମର୍ ଆନିଦାଦିମନର୍ ପରମେସର୍କେ ପାର୍ତନା କଲିନି । ମାତର୍ ମୁଇ ମିସା ମସାର୍ ରିତିନିତି ଆରି ବବିସତ୍ବକ୍ତାମନର୍ ସାସ୍ତରେ ଲେକାଅଇଲା ସବୁ ବିସଇ ବିସ୍ବାସ୍ କଲିନି । Gade chapit la |
ମୁଇ ତାକେ ଜୁଆର୍ କର୍ବି ବଲି ତାର୍ ଗଡେ ଡାଣ୍ଡାସନ୍ ପଡ୍ଲି, ମାତର୍ ସେ ମକେ କଇଲା, “ନିଚୁ, ମୁଇ ଆରି ତର୍ ସଙ୍ଗର୍ ବିସ୍ବାସି ବାଇମନ୍ ଜେତ୍କି ଲକ୍ ଆମେ ସବୁ ଜିସୁ ଜାନାଇରଇବା ସତ୍ ଦାରିଆଚୁ, ଆମେ ସବୁ ଅବ୍କା ଦାଙ୍ଗ୍ଡାମନ୍, ପର୍ମେସର୍କେ ଜୁଆର୍ କରା । କାଇକେବଇଲେ ଜିସୁ ଜନ୍ ସତ୍ ଜାନାଇଆଚେ, ସେଟାସେ ବବିସତ୍ ବକ୍ତାମନ୍କେ କାତାଅଇବାକେ ବପୁଦେଲାଆଚେ ।”