5 ଆଗେଅନି ମୁଇ ଜିଉଦି ନିୟମ୍ ସବୁ ମାନିକରି ପାରୁସିମନର୍ ପାରା ଚଲାଚଲ୍ତି କଲିଆଚି, ସେ ବିସଇ ସେମନ୍ ସାକି ଦେଇପାରତ୍ ।”
ବଡ୍ ସବାର୍ ମେମର୍ମନର୍ ବିତ୍ରେ କେତେଟା ପାରୁସି ଆରି କେତେଟା ସାଦୁକିମନ୍ ରଇଲାଟା ଦେକି ପାଉଲ୍ ବଡ୍ ସବାର୍ ଲକ୍ମନ୍କେ ଦେକାଇ ଆଉଲି ଅଇକରି କଇଲା, “ଏ ଇସ୍ରାଏଲର୍ ବାଇମନ୍, ମୁଇ ଗଟେକ୍ ପାରୁସି ଲକ୍, ମର୍ ଆୟା ବାବା ମିସା ପାରୁସି । ମଲା ଲକ୍ମନ୍ ଆରିତରେକ୍ ଉଟ୍ବାଟା ମର୍ ଆସା ଆଚେ ବଲି, ଇତି ମର୍ ବିଚାର୍ନା ଅଇଲାନି ।”
“ମୁଇ ଗଟେକ୍ ଜିଉଦି ଲକ୍, ସିଲିସିଆର୍ ତାର୍ସିସେ ମର୍ ଜନମ୍, ମାତର୍ ମୁଇ ଜିରୁସାଲାମେ କାଇପିଇ ବଡ୍ ଅଇରଇଲି ଆରି ଗମଲିଏଲର୍ ସିସ୍ ରଇଲି । ଆମର୍ ଆନିଦାଦିମନର୍ ରିତିନିତି, ମୁଇ ଟିକ୍ ଇସାବେ ସିକିରଇଲି ଆରି ତମର୍ ପାରା ପର୍ମେସର୍କେ ମାନିକରି ଜିଇତେରଇଲି ।
ଏ ଲକ୍ ଗଟେକ୍ ବେସି ବଡ୍ ଗଣ୍ଡ୍ଗଲ୍ କରାଉ ବଲି ଆମେ ଜାନୁ, ସେ ଦେସ୍ବିଦେସେ ସବୁ ବାଟେ ବୁଲିବୁଲି ଜିଉଦିମନ୍କେ କିରମାର କରାଇବାକେ ଉସ୍କାଇଲାନି, ସେ ନାଜରିତ୍ ଦଲର୍ ଗଟେକ୍ ନେତା ।
ମର୍ ଏ କାତା ପୁରା ସତ୍ । ବଡ୍ ପୁଜାରି ଆରି ବଡ୍ ସବାର୍ ସବୁ ପାର୍ଚିନ୍ମନ୍ ସାକି ଆଚତ୍ । ଲକ୍ମନ୍କେ ବନ୍ଦି କରି ସିକ୍ଲି ସଙ୍ଗ୍ ବାନ୍ଦି ଜିରୁସାଲାମ୍ ଦାରିଆଇବାକେ, ମୁଇ ବଡ୍ ପୁଜାରିର୍ ଟାନେଅନି ଆଦେସ୍ ପତର୍ ପାଇ, ଦାମାସ୍କସେ ରଇବା ଜିଉଦି ବାଇମନର୍ ଲଗେ ଗାଲି ।”
ଏଲେ ମିସା ମୁଇ ତମର୍ ଲଗେ ରାଜି ଅଇଲିନି ଜେ, ଜନ୍ ବାଟ୍ ସେମନ୍ ମିଚ୍ ବଲି କଇଲାଇନି, ସେ ବାଟେ ଜାଇ, ଆମର୍ ଆନିଦାଦିମନର୍ ପରମେସର୍କେ ପାର୍ତନା କଲିନି । ମାତର୍ ମୁଇ ମିସା ମସାର୍ ରିତିନିତି ଆରି ବବିସତ୍ବକ୍ତାମନର୍ ସାସ୍ତରେ ଲେକାଅଇଲା ସବୁ ବିସଇ ବିସ୍ବାସ୍ କଲିନି ।
ମାତର୍ ପାରୁସି ଦଲର୍ କେତେଟା ବିସ୍ବାସିମନ୍ ଟିଆଅଇ କଇଲାଇ, “ ଜିଉଦି ନଇଲା ଲକ୍ମନ୍ ସୁନତ୍ ଅଇବାର୍ ଆଚେ ଆକା ଆରି ମସାର୍ ବିନ୍ ନିୟମ୍ମନ୍ ମାନ୍ବାକେ ମିସା ସେମନ୍କେ ସିକାଇବାର୍ ଆଚେ ।”