19 ମାତର୍ ଜିଉଦି ଲକ୍ମନ୍ ମକେ ଚାଡ୍ବାକେ ରାଜି ଅଅତ୍ନାଇ । ତେବେ ମର୍ ନିଜର୍ ଲକ୍ମନର୍ ବିରୁଦେ ମର୍ କାଇ ଦାବି ନ ରଇଲା ମିସା, ମୁଇ ବଡ୍ସାସନ୍କାରିଆକେ ଗୁଆରି କର୍ବି ଆକା ବଲି ବାବ୍ଲି ।
ଆଗ୍ରିପା ପେସ୍ଟସ୍କେ କଇଲା, “ଜଦି ଏ ଲକ୍ ବଡ୍ସାସନ୍କାରିଆଟାନେ ବିଚାର୍ ପାଇବି ବଲି ଗୁଆରି କରି ନ ରଇଲେ, ତେବେ ଆମେ ତାକେ ଚାଡି ଦେଇତୁ ।”
ମାତର୍ ମୁଇ କଜି ବାର୍କରାଇଲି ଜେ, ଏ ଲକ୍ ମରନ୍ ଡଣ୍ଡ୍ ପାଇବା ଏତ୍କି, କାଇ ଦସ୍ କରେନାଇ । ସେ ନିଜେ ବଡ୍ସାସନ୍କାରିଆକେ ଗୁଆରି କଲାର୍ ପାଇ, ମୁଇ ତାକେ ତେଇ ପାଟାଇବାକେ ଟିକ୍ କଲି ଆଚି ।
ମାତର୍ ପାଉଲ୍, ନିଜେ ରମ୍ ରାଇଜର୍ କାଇସର୍ ରାଜା, ତାର୍ ବିଚାର୍ କର ବଲି କଇ ସନିଅମନ୍ ରକିଆ କରତ୍ ବଲି ମନ୍ କଲା । ସେଟାର୍ପାଇ ବଡ୍ ସାସନ୍କାରିଆ ଲଗେ ପାଟାଇବା ଜାକ ବନ୍ଦି କରି ରକ୍ବାକେ ଆଦେସ୍ ଦେଲିଆଚି ।
ତାର୍ପଚେ ଜିସୁ ସିସ୍ମନ୍କେ ଡଙ୍ଗାଇ ବସାଇ ଗାଡ୍ ସେପାଟେ ଜିବାକେ କଇଲା । ସେ ନିଜେ ପଚେ ରଇଜାଇକରି ଲକ୍ମନ୍କେ ପାଟାଇତେ ରଇଲା ।