21 ସେମନ୍ କଇଲାଇ, “ଆମ୍କେ ଜିଉଦା ଦେସେଅନି ତମର୍ ବିସଇ କାଇ ଚିଟି ଗଟେକ୍ ମିସା ମିଲେ ନାଇ, କି ବାଇମନର୍ ବିତ୍ରେଅନି କେ ମିସା ଇତି ଆସି ତମର୍ ବିସଇର୍ ବୁଲ୍ କାତା ସୁନାଅତ୍ ନାଇ କି କଅତ୍ ମିସା ନାଇ ।
ମର୍ ଏ କାତା ପୁରା ସତ୍ । ବଡ୍ ପୁଜାରି ଆରି ବଡ୍ ସବାର୍ ସବୁ ପାର୍ଚିନ୍ମନ୍ ସାକି ଆଚତ୍ । ଲକ୍ମନ୍କେ ବନ୍ଦି କରି ସିକ୍ଲି ସଙ୍ଗ୍ ବାନ୍ଦି ଜିରୁସାଲାମ୍ ଦାରିଆଇବାକେ, ମୁଇ ବଡ୍ ପୁଜାରିର୍ ଟାନେଅନି ଆଦେସ୍ ପତର୍ ପାଇ, ଦାମାସ୍କସେ ରଇବା ଜିଉଦି ବାଇମନର୍ ଲଗେ ଗାଲି ।”
“ସେଟାର୍ ପାଇ ଏ ଇସ୍ରାଏଲର୍ ବାଇମନ୍, ତମେ ଆରି ତମର୍ ନେତାମନ୍ ଜିସୁକେ ଜାଇଟା କଲାସ୍, ସେଟା ନାଜାନିକରି କଲାସ୍, ଏଟା ମୁଇ ଜାନି ।
ତେଇ କେତେଟା ଜିସୁକେ ବିସ୍ବାସ୍ କର୍ବା ବାଇମନ୍କେ ମିସ୍ଲୁ । ତାକର୍ ସଙ୍ଗ୍ ଗଟେକ୍ ଆଟ୍ ରଇବାକେ ସେମନ୍ ଆମ୍କେ ବାବୁଜିଆ କଲାଇ । ସାରାସାରିପଚେ ଆମେ ରମ୍ ଦେସେ ଜାଇ କେଟ୍ଲୁ ।
କାଇକେବଇଲେ ମର୍ ରକତ୍ ମାଉଁସ୍ ରଇବା ଜିଉଦି ବାଇବଇନିମନ୍ କିରିସ୍ଟକେ ବିସ୍ବାସ୍ କରତ୍ ନାଇ । ଜଦି ଏଟା ଅଇପାର୍ସି, ତେବେ ମୁଇ ମନ୍ କଲିନି, ନିଜେ ତାକର୍ ପାଇ ପରମେସରର୍ଟାନେ ସାଇପ୍ ପାଇକରି, କିରିସ୍ଟର୍ତେଇ ଅନି ବେଗଲ୍ବି ବଲି ।