ପେରିତ୍ 28:4 - ସତିଅର୍ ବାଟ୍ ନୁଆ ନିୟମ୍ 20204 ସେ ଜାଗାର୍ ଲକ୍ମନ୍ ପାଉଲର୍ ଆତେ ଚାବିକରି ଡସି ଜୁଲ୍ତେ ରଇବା ସାଁପ୍କେ ଦେକି ତାକର୍ ତାକର୍ ବିତ୍ରେ କୁଆବଲା ଅଇଲାଇ, “ଏ ବାଇଦରେ ଗଟେକ୍ ନର୍ମାରୁ ଲକ୍, ସେ ଜାଇଟା ମିସା ଅ ବେ, ସେ ସମ୍ଦୁରେ ରକିଆ ପାଇରଇଲେ ମିସା ତାର୍ କରମ୍ ତାକେ ବଁଚ୍ବାକେ ନ ଦେଏ ।” Gade chapit la |
ମାତର୍ ଜେ ମର୍ସଙ୍ଗ୍ ଆଇବାକେ ଡର୍ବାଇ, ଆରି ବିସ୍ବାସ୍ ନ କରତ୍, ଜାର୍ ଚଲାଚଲ୍ତି କାରାପ୍, ଜେ କି ନର୍ମାରୁମନ୍ ଆଚତ୍, ଜନ୍ ଲକ୍ମନ୍ କାରାପ୍ ରିତିନିତି ଅବିଆସ୍ କର୍ବାଇ, ଜନ୍ଲକ୍ମନ୍ ମଁତର୍ ଜଁତର୍ କର୍ବାଇ ଆରି ଜନ୍ ଲକ୍ମନ୍ ମିଚ୍ ଦେବ୍ତାମନ୍କେ ଜୁଆର୍ କର୍ବାଇ, ଆରି ଜେତ୍କି ସବୁ ମିଚୁଆମନ୍ ରଇବାଇ, ତାକର୍ ସେସର୍ ବେଲା ଏନ୍ତାରି ଅଇସି । ସେମନ୍କେ ଲାଗ୍ତେରଇବା ଗନ୍ଦ୍ଟାନେ ପିଙ୍ଗା ଅଇସି । ସେଟା ଅଇଲାନି ପଚର୍ ମରନ୍ ।