16 ସେମନ୍ କାତା ଅଇଲାଇ, “ଆମେ ଏମନ୍କେ କାଇଟା କରୁ ? ଏମନ୍ କରିରଇବା ଏ କାବା ଅଇଜିବା କାମ୍ ବିସଇ ଜିରୁସାଲମର୍ ସବୁ ଲକ୍ ଜାନିଗାଲାଇ ଆଚତ୍ । ଏ ସତ୍ ଗଟେନାଇ କି ନାଜାନୁ ବଲି କଇ ନାପାରୁ ।
ମାତର୍ ସୁକଲ୍ ଆତ୍ମା ତିପାନ୍କେ ଏନ୍ତି ଗିଆନ୍ ଦେଲାଜେ, କେମିସା ତାର୍ କାତା ଚାଡାଇକରି କଇ ନାପାର୍ତେ ରଇଲାଇ ।
ସେଟାର୍ପାଇ ଲକ୍ମନ୍ ତାକେ ବେଟ୍ଅଇବାକେ ଜାଇରଇଲାଇ । କାଇକେବଇଲେ ସେ ଆକା ଏ କାବା ଅଇବା କାମ୍ମନ୍ କଲାନି ବଲି ସେମନ୍ ସୁନିରଇଲାଇ ।
କାଇକେ ବଇଲେ ମୁଇ ତମ୍କେ ଟିକ୍ପଦ୍ କଇବାକେ ଗିଆନ୍ ଦେବି । ତମ୍କେ ବିରଦ୍ କର୍ବା ଲକ୍ମନ୍ ସେ ଗିଆନର୍ ବାଦୁଲେ କାଇଟା କଇନାପାରତ୍ ।
ସେବେଲେ ବାର୍ବା ନାଉଁର୍ ଗଟେକ୍ ବଡ୍ ଟାଉଟରିଆ ନର୍ମାରୁ ବନ୍ଦି ଅଇରଇଲା ।
ସେମନ୍ ତାକେ କଇଲାଇ, “ଆମ୍କେ ତା କେ ମିସା କାମେ ମିସାଅତ୍ ନାଇ ।” ସାଉକାର୍ ସେମନ୍କେ କଇଲା “ସେନ୍ତାର୍ଆଲେ ତମେ ସବୁ ଲକ୍ ମର୍ ଅଙ୍ଗୁର୍ ବାଡେ ଜାଇ କାମ୍ କରା ।”