ପେରିତ୍ 7:2 - ସତିଅର୍ ବାଟ୍ ନୁଆ ନିୟମ୍ 20202 ତିପାନ୍ କଇଲା, “ଇତି ରଇବା ମର୍ ବାଇମନ୍ ଆରି ବାବାମନ୍ ଅଲପ୍ ସୁନା, ଆମର୍ ଆନିଦାଦି ଅବ୍ରାଆମ୍ ଆରନେ ବାସା ଅଇବାକେ ଜିବା ଆଗ୍ତୁ ମଇମା କର୍ବା ପର୍ମେସର୍ ମେସପଟାମିଆଇ ଦେକାଇଅଇଲା ।” Gade chapit la |
ପର୍ମେସରର୍ ମଇମାର୍ ଉଜଲ୍ ମାପ୍ରୁ ଜିସୁର୍ଟାନେ ଡିସ୍ସି । ପର୍ମେସର୍ ଜେନ୍ତାରି ଆଚେ, ତାର୍ ପଅ ସେନ୍ତାରିସେ । ଜନ୍ ବପୁର୍ ବାକିଅ ପଅ କାତା ଅଇସି, ସେ ବାକିଅ ସଙ୍ଗ୍ ତିଆର୍କଲାଟା ସେ ସାସନ୍ କର୍ସି । ଆମର୍ ପାପର୍ ଲାଗି କେମା କରିସାରାଇଲା ପଚେ, ସେ ସର୍ଗେ ବାଅଡ୍ଲା । ଆରି ସବୁର୍ତେଇଅନି ବପୁ ରଇବା ପର୍ମେସରର୍ ଉଜାବାଟେ ସାସନ୍ କର୍ବାକେ ବସ୍ଲା ।