କଲସିଅ 1:24 - ସତିଅର୍ ବାଟ୍ ନୁଆ ନିୟମ୍ 202024 ଏବେ ମୁଇ ସାର୍ଦାଅଇଆଚି । କାଇକେବଇଲେ ଜେତ୍କି ଦୁକ୍କସ୍ଟ ମୁଇ ମୁର୍ଚିକରିଆଚି, ସେଟା ତମର୍ ନିକପାଇ । ତାର୍ ବାଦୁଲେ ରଇକରି ଜେତ୍କି ଦୁକ୍କସ୍ଟ ମକେ ମୁରଚ୍ବାକେ କିରିସ୍ଟ ମନ୍ କଲାନି, ସେଟା ସବୁ ସାର୍ଦାସଙ୍ଗ୍ କଲିନି । ତାର୍ ଗାଗଡ୍ ପାରା ରଇବା ତାର୍ ମଣ୍ଡଲିର୍ ନିକପାଇ ମୁଇ ସେଟା କଲିନି । Gade chapit la |
ତେବର୍ପାଇ ଆମର୍ ମାପ୍ରୁ ଜିସୁକିରିସ୍ଟର୍ ବିସଇ, ବିନ୍ ଲକ୍କେ ଜାନାଇବାକେ ଲାଜ୍ ଅ ନାଇ । ତାର୍ ପାଇ ମୁଇ ଏବେ ବନ୍ଦିଗରେ ଆଚି, ମର୍ପାଇ ମିସା ଲାଜ୍ ଅ ନାଇ । ମାତର୍ ସୁବ୍ କବରର୍ ଲାଗି ଦୁକ୍ କସ୍ଟ ପାଇବାକେ ମର୍ସଙ୍ଗ୍ ମିସ୍ । ସେନ୍ତି କର୍ବାକେ ପର୍ମେସର୍ ତକେ ବପୁ ଦେଇସି । ପର୍ମେସର୍ ଆମ୍କେ ନ ସାର୍ବା ମରନେଅନି ବଁଚାଇକରି ଗଟେକ୍ ସୁକଲ୍ ଚଲାଚଲ୍ତି କର୍ବାକେ ଡାକିନେଲା ଆଚେ ।