କଲସିଅ 2:15 - ସତିଅର୍ ବାଟ୍ ନୁଆ ନିୟମ୍ 202015 ସାସନ୍ କରି ଅଦିକାରେ ରଇବା ସବୁ କାରାପ୍ ଆତ୍ମାମନ୍କେ ସେ ଆରାଇଲା । କିରିସ୍ଟ କୁରୁସ୍କାଟେ ମଲାକେ, ସେ ସବୁ ସାସନ୍କାରିଆମନ୍କେ ଆରାଇଲା ବଲି ଦେକାଇଲା । Gade chapit la |
ତାର୍ପଚେ ସଇତାନ୍ ଜେ କି ସେମନ୍କେ ନାଡାଇଲା, ଜଇ ଆରି ଗନ୍ଦ୍ରସ୍ ରଇବା ଗାଡେ ପିଙ୍ଗାଅଇଲା । ସେ ପସୁ ଆରି ମିଚ୍ କଇବା ବବିସତ୍ବକ୍ତା ଆଗେଅନି ତେଇ ପିଙ୍ଗାଅଇରଇଲାଇ । ସେମନ୍ ତେଇରଇକରି ଦିନ୍ ରାତି କାଲ୍ କାଲ୍ ଜୁଗ୍ ଜୁଗ୍ ସେ ଲକ୍ମନ୍କେ କାବା କରିରଇଲା, ତାକେ ଜଇ ଆରି ଗନ୍ଦ୍ତେ ରଇବା ଗାଡେ ନସ୍ଟ କରାଇଲା, ସେ ତେଇ ସେ ପସୁ ଆରି ମିଚ୍ସିକିଆ ଦେଉଁ ବାବବାଦିମନ୍ ମିସା ଆଚତ୍, ଆରି ସେ ଲକ୍ମନ୍ ଦିନ୍ରାତିଜାକ କସ୍ଟ ବଗ୍ବାଇ ।