କଲସିଅ 2:8 - ସତିଅର୍ ବାଟ୍ ନୁଆ ନିୟମ୍ 20208 କେ ମିସା ନିଜର୍ ଚାଲାକିକରି ପର୍ମେସରର୍ ବିସଇ ତିଆର୍କରି ରଇବାଟା ସଙ୍ଗ୍ ତମ୍କେ ପାନ୍ଦେ ନ ଲାଗାଅତ୍, ସେଟାର୍ପାଇ ଜାଗ୍ରତ୍ ଅଇରୁଆ । ସେମନ୍ ସିକାଇବାଟା କାଇ ଲଡାକେ ନ ଆସେ ଆରି ସେଟା ସତ୍ ବିସଇ ନଏଁ । ସେଟା ବିନ୍ ଲକର୍ଟାନେଅନି ସୁନି ସୁନି ଆଇବାଟା ଆରି ସେଟା ଏ ଜଗତ୍ ବିତ୍ରେ ରଇବା ନିୟମ୍ । ମାତର୍ କିରିସ୍ଟର୍ ବିସଇଟାନେ ରଇବା, ସତ୍ ସିକିଆ ନଏଁ । Gade chapit la |
ନିଜ୍କେ ନିଚ୍କରି ସେମନ୍ ଉପାସନା କଲାପାରା ଦୁତ୍ମନ୍କେ ଉପାସନା କର୍ବାକେ, କାକେମିସା ବାଦିଅ କର୍ବାକେ ଦିଆସ୍ନାଇ । ସେନ୍ତାର୍କଲେ ପର୍ମେସର୍ କାତାଦେଇରଇବା ପୁରୁସ୍କାର୍ ତମ୍କେ ନ ମିଲେ । ସେନ୍ତାରି ସିକାଇବା ଗଟେକ୍ଲକ୍, ପର୍ମେସର୍ଟାନେ ଅନି ଦର୍ସନ୍ ଦେକିଆଚି ବଲିକରି ଅଦିକାର୍ ସଙ୍ଗ୍ ସିକାଇଲାନି । ସେ ତାର୍ ଚାଲାକିସଙ୍ଗ୍ ନିଜେ ତିଆର୍କରିରଇବା ବିସଇର୍ ଲାଗି ବଡ୍ପନ୍ ଅଇସି, ମାତର୍ ସତଇସେ ସେନ୍ତାରି ବଡ୍ପନ୍ ଅଇବାକେ କାଇଟାମିସା ନାଇ ।
କେତେଟା ଏପିକିଉରିଆନ୍ ଆରି ଟଇକ୍ ସିକିଆ ଦେବା ଗୁରୁମନର୍ ସଙ୍ଗ୍ ଦଦାପେଲା ଅଇଲାଇ । ସେମନର୍ ବିତ୍ରେଅନି କେତେ ଲକ୍ କଇଲାଇ, “ଏ ବକୁଆ ବଡ୍ପନିଆ, କାଇଟା କଇବାକେ ଚେସ୍ଟା କଲାନି ?” ବିନ୍ ଲକ୍ମନ୍ କଇଲାଇ, “ବିନ୍ ଦେସେ ରଇବା ଦେବ୍ତାମନର୍ ବିସଇ, ସେ ଜାନାଇଲାନି ପାରା ଲାଗ୍ଲାନି ।” ଜିସୁ ଆରି ତରେକ୍ ଜିବନ୍ ଅଇ ଉଟ୍ଲା ବିସଇ ପାଉଲ୍ ଜାନାଇବାଟା ସୁନି ସେମନ୍ ଏନ୍ତି କଇଲାଇ ।