କଲସିଅ 3:12 - ସତିଅର୍ ବାଟ୍ ନୁଆ ନିୟମ୍ 202012 ତେବେ ପର୍ମେସର୍ ତମ୍କେ ତାର୍ ଲକ୍ ଅଇବାକେ ବାଚିରଇଲାର୍ ପାଇ ଆରି ତମ୍କେ ଆଲାଦ୍ କରି ସୁକଲ୍ ଲକ୍ ଅଇବାକେ ବେଗ୍ଲାଇଲାର୍ ପାଇ, ଦୟା ଦେକାଇବାକେ, ଦରମ୍ ଅଇବାକେ, ନିଚ୍ ଅଇବାକେ, ସୁଆଲ୍ ଅଇବାକେ, ମୁର୍ଚିକରି ରଇବାକେ ଜାଗ୍ରତ୍ ଉଆ । Gade chapit la |
ମୁଇ ପାଉଲ୍, ଏ ଚିଟି ଲେକ୍ଲିନି । ମୁଇ ପର୍ମେସର୍କେ ସେବାକରି ଜିସୁକିରିସ୍ଟର୍ ଗଟେକ୍ ପେରିତ୍ ଅଇଆଚି । ଜନ୍ ଲକ୍ମନ୍କେ ତାର୍ଟାନେ ଡାଟ୍ ସଙ୍ଗ୍ ବିସ୍ବାସ୍ କର୍ବାକେ ପର୍ମେସର୍ ବାଚ୍ଲା ଆଚେ, ଆରି ସେମନ୍ ଜେନ୍ତିକି ଜିସୁକିରିସ୍ଟର୍ ନିକ ସିକିଆ ବୁଜ୍ବାଇ, ସେନ୍ତାରି ଲକ୍ମନ୍କେ ସାଇଜ କର୍ବାକେ ମୁଇ ବାଚିଅଇଆଚି । ଏ ସିକିଆ ନିକସଙ୍ଗ୍ ଜାନ୍ଲେ, ପର୍ମେସର୍କେ ସାର୍ଦା କରାଇବା ପାରା ଚଲାଚଲ୍ତି କର୍ବାକେ ସେମନ୍ ସିକ୍ବାଇ ।