11 ତମେ, ଜିଉଦି ନ ଅଇଲା ଲକ୍ମନ୍, ଆଗେ କେନ୍ତାର୍ ରଇଲାସ୍ ଏତାଇ ଦେକା । ନିଜେ ସୁନତ୍ ବଲାଇଅଇତେ ରଇବା ଜିଉଦିମନ୍ ତମ୍କେ ସୁନତ୍ ନ ଅଇଲା ଲକ୍ ବଲି କଇତେ ରଇଲାଇ । ମାତର୍ ସୁନତ୍ ଅଇବାଟା ଗାଗଡେ କର୍ବା କାମ୍ ।
ତମେ କିରିସ୍ଟ ସଙ୍ଗ୍ ମିସ୍ଲାର୍ପାଇ ସୁନତ୍ ଅଇଲାପାରା ଅଇଆଚାସ୍ । ଜେନ୍ତିକି ତମର୍ ପାପର୍ ଗୁନ୍ଚଲନେ ଅନି ମୁକ୍ଲିଆଚାସ୍ । ଗାଗଡ୍ ଇସାବେ ସୁନତ୍ ଅଇଆଚାସ୍ ବଲି ମୁଇ କଇନାଇ, ମାତର୍ କିରିସ୍ଟସେ ତମର୍ ପାପର୍ ଗୁନ୍ଚଲନେଅନି ମୁକ୍ଲାଇଆଚେ ।
ତମେ ଜିଉଦି ନ ଅଇଲା ଲକ୍ମନ୍ ପର୍ମେସରର୍ ନିୟମ୍ ନ ମାନ୍ଲାର୍ପାଇ ତାର୍ଟାନେଅନି ବେଗ୍ଲି ରଇଲାସ୍ । ଆରି ତମର୍ ପାପର୍ ଗୁନ୍ଚଲନର୍ ବପୁଅନି ମୁକ୍ଲି ନ ରଇଲାସ୍ । ମାତର୍ ପର୍ମେସର୍ କିରିସ୍ଟର୍ ସଙ୍ଗ୍ ଗଟେକ୍ ନୁଆ ଜିବନ୍ କରି ତମ୍କେ ଉଟାଇଆଚେ । ସେ ଆମର୍ ସବୁ ପାପ୍ କେମାକରି ଦେଲାଆଚେ ।
ତମେ ଜିଉଦି ଲକ୍ ଉଆ କି ଜିଉଦି ନ ଅଇଲା ଲକ୍ ଉଆ, ସୁନତ୍ ଅଇଲାଲକ୍ କି ସୁନତ୍ ନ ଅଇଲା ଲକ୍, ଦାପ୍ରେ ରିସା ଅଇ ମାରିମରାଇବା ଲକ୍ କି ବିନ୍ ଦେସର୍ ଗତିଦାଙ୍ଗ୍ଡା କି ମୁକ୍ଲାଇଲା ଲକ୍, ସେଟା କାଇଟା ନଏଁ । ମାତର୍ କିରିସ୍ଟ ସବୁର୍ଟାନେ ଆଚେ ଆରି ସେ ଆକା ସବୁର୍ ଉପ୍ରେ ସାସନ୍ କଲାନି ।
ଗଟେକ୍ ବେଲାଇ ତମେ ପର୍ମେସରର୍ ଟାନେଅନି ବେଗ୍ଲି ରଇଲାସ୍ । ତମେ କରିରଇବା ଆରି ମନେ ବାବିରଇବା କାରାପ୍ ବିସଇର୍ ଲାଗି ତାର୍ ସତ୍ରୁ ଅଇରଇଲାସ୍ ।
କାଇକେ ବଇଲେ ଆମେସେ ସତଇସେ ପର୍ମେସରର୍ ଲକ୍ । ଆମେସେ ସୁକଲ୍ଆତ୍ମାର୍ ସାଇଜ ସଙ୍ଗ୍ ପର୍ମେସର୍କେ ଜୁଆର୍ କଲୁନି । ଆମେ ଜିସୁ କିରିସ୍ଟକେ ଡାକ୍ପୁଟା କଲୁନି । ଆମର୍ ନିଜର୍ ରିତିନିତି ସେ ମୁକିଅ ବଲି ଚଲୁନାଇ ।
କାଇକେବଇଲେ ଆଗ୍ତୁ ତମେ ଆନ୍ଦାରେ ରଇଲାସ୍ । ମାତର୍ ଏବେ ମାପ୍ରୁର୍ ସଙ୍ଗ୍ ମିସ୍ଲାର୍ପାଇ ଉଜଲେ ପୁରି ଆଚାସ୍ । ତେବର୍ପାଇ ଉଜଲେ ରଇବା ଲକ୍ମନର୍ପାରା ଚଲାଚଲ୍ତି କରା ।
ଜନ୍ ଲକ୍ମନ୍ ବାଇରର୍ ରିତିନିତି ମାନିକରି ଡାକ୍ପୁଟା ପାଇବାକେ ମନ୍ କର୍ବାଇ, ସେମନ୍ ତମ୍କେ ସୁନତ୍ ଅଇବାକେ ବାଦିଅ କଲାଇନି । କିରିସ୍ଟର୍ କୁର୍ସର୍ ଲାଗି ସେମନ୍ ଜେନ୍ତି ସଙ୍ଗର୍ ଜିଉଦିମନର୍ କସ୍ଟ ନ ପାଇବାର୍ ଲାଗି ଏଟା କଲାଇନି ।
ତମେ ଜିସୁକେ ବିସ୍ବାସ୍ କର୍ବା ଆଗ୍ତୁ ଜିବନ୍ ନ ରଇବା ପୁତ୍ଲାମନ୍କେ ପୁଜାକରି ବାଟ୍ ବାନା ଅଇଜାଇ ରଇଲାସ୍ ।
ମାପ୍ରୁକେ ବିସ୍ବାସ୍ କର୍ବା ଆଗ୍ତୁ, ତମର୍ ବିତ୍ରେ କେ କେ ଏନ୍ତାରି ଅଇରଇଲାସ୍, ମାତର୍ ପର୍ମେସର୍ ତମର୍ ପାପ୍ ସବୁ ଦଇ ଦେଲା । ଆରି ମାପ୍ରୁ ଜିସୁ କିରିସ୍ଟ ଆରି ସୁକଲ୍ ଆତ୍ମାର୍ ଲାଗି ଦରମ୍ ବଲାଇ ଅଇଆଚାସ୍ ।
ଏବେ ଆମ୍କେ ଜନ୍ମେଅନି ଜିଉଦି ଲକ୍ ବଲି ଜାନତ୍ । ପର୍ମେସରର୍ ନିୟମ୍ ନାଜାନ୍ଲା ଜିଉଦି ନଇଲା ଲକ୍ମନର୍ପାରା ନଉଁ ।
ଜଦି ସୁନତ୍ ନ ଅଇଲା ଗଟେକ୍ ଜିଉଦି ନଇଲା ଲକ୍ ନିୟମର୍ ବିଦିବିଦାନ୍ ସବୁ ନାମ୍ତେ ରଇସି, ପରମେସର୍ ତାକେ ସୁନତ୍ ଲକ୍ ଇସାବେ ନ ଡାକେ କି ?
ସେଟାର୍ ପାଇ ଗାଗ୍ଡେ ସୁନତ୍ ନ ଅଇରଇଲା ଜିଉଦି ନ ଅଇଲା ଲକ୍ମନ୍, ନିୟମ୍ ମାନିକରି ତମର୍ ବିଚାର୍ କର୍ବାଇ, କାଇକେ ବଇଲେ ତମେ ଗାଗ୍ଡେ ସୁନତ୍ ଅଇ ନିୟମ୍ ପାଇରଇଲେ ମିସା, ସେଟା ନାମାସ୍ ନାଇ ।
ଇସ୍ରାଏଲ୍ କୁଟୁମର୍ ଲକ୍ମନ୍ ପର୍ମେସର୍ ଜତନ୍ କରିରଇବା ଗଟେକ୍ ଜିତ୍ ଗଚର୍ ପାରା । ସେ ଗଚେଅନି କେତେଟା କେନ୍ଦି ବାଙ୍ଗାଇକରି ବନର୍ ଜିତ୍ ଗଚର୍ କେନ୍ଦା ତେଇ, ଜଡିଆଚେ । ତମେ ଜିଉଦି ନ ଅଇଲା ଲକ୍ମନ୍ ସେ ବନର୍ ଜିତ୍ ଗଚ୍ ପାରା । ଏବେ ତମେ ଜିଉଦିମନର୍ ଡାଟ୍ ଆତ୍ମାର୍ ଜିବନ୍ତେଇ ଜଡିଅଇଆଚାସ୍ ।
ସେବେଲେ ଜଗତର୍ ସତ୍ ନଇଲା ବାଟେ ଇଣ୍ଡ୍ତେରଇଲାସ୍ ଆରି ଆକାସର୍, ଗାଗଡ୍ ଦାରି ନ ରଇବା, ସାସନ୍କାରିଆର୍ ତଲେ ରଇଲାସ୍ । ସେ ସାସନ୍କାରିଆ ଏବେ ପର୍ମେସରର୍ ଆଦେସ୍ ନ ମାନ୍ବା ଲକ୍ମନ୍କେ ସାସନ୍ କଲାନି ।
ସେମନ୍ ତାକେ କଇଲାଇ, “ଆମ୍କେ ତା କେ ମିସା କାମେ ମିସାଅତ୍ ନାଇ ।” ସାଉକାର୍ ସେମନ୍କେ କଇଲା “ସେନ୍ତାର୍ଆଲେ ତମେ ସବୁ ଲକ୍ ମର୍ ଅଙ୍ଗୁର୍ ବାଡେ ଜାଇ କାମ୍ କରା ।”