11 ସେ ଆକା କେତେ ଲକ୍ମନ୍କେ ପେରିତ୍ ଅଇବାକେ, କେତେଲକ୍କେ ବବିସତ୍ କାତା କଇବାକେ, କେତେଲକ୍କେ ସୁବ୍କବର୍ ଜାନାଇବାଟା ଅଇବାକେ, କେତେଲକ୍କେ ମଣ୍ଡଲି ଚାଲାଇବାକେ ଆରି କେତେଲକ୍କେ ସିକାଇବାକେ ବପୁ ଦେଇ ବାଚ୍ଲାଆଚେ ।
ତମେ ମିସା ପେରିତ୍ ସିସ୍ମନ୍ ଆରି ବବିସତ୍ବକ୍ତାମନ୍ କରିରଇବା କୁନାଦି ଉପ୍ରେ, ତିଆର୍ ଅଇଲା ଗର୍ ପାରା । ସେ ଗର୍ କନର୍ ମୁଲ୍ ପାକ୍ନା ଅଇଲାନି କିରିସ୍ଟ ଜିସୁ ।
ମାତର୍ ତିମତି, ତୁଇ ନିଜେ ସବୁବେଲେ ଜାଗ୍ରତ୍ ଅଇ ର । ଦୁକ୍ କସ୍ଟ ଆଇଲେ ମୁର୍ଚିକରି ର । ସୁବ୍କବର୍ ଜାନାଇତେର । ତର୍ ଦାଇତେ ରଇବା ସବୁ କାମ୍ କର୍ତେରଇବାର୍ ।
ଆରି ମୁଇ ଜନ୍ ସବୁ ସିକିଆ ଦେଇଆଚି, ସେଟା ମାନା ବଲି ସିକାଆ । ଆରି ମନେ ରଅ, କାଲ୍ କାଲ୍ ଜୁଗ୍ ଜୁଗ୍ ମୁଇ ସବୁବେଲେ ତମର୍ ସଙ୍ଗ୍ ରଇବି ।”
ତେବର୍ପାଇ ତମେ ନିଜର୍ ବିସଇ ଆରି ସୁକଲ୍ଆତ୍ମା ତାର୍ ସତ୍ ଗିଆନେ ଜନ୍ ବିସ୍ବାସି ମାନ୍ଦାକେ ଦେକାରକାପାଇ ଚାଡିଦେଇ ଆଚେ, ସେ ସବୁ ବିସଇଟାନେ ଜାଗ୍ରତ୍ ଉଆ । ମେଣ୍ଡା ଚାରାଉ ଗଉଡ୍ପାରା ପରମେସରର୍ ମଣ୍ଡଲିର୍ ଜତନ୍ ନିଆ । ସେ ମଣ୍ଡଲିକେ ପରମେସର୍ ତାର୍ ନିଜର୍ ବନିଦେଇ ଗେନିଆଚେ ।
ତେବର୍ ପାଇ ସାସ୍ତରେ ଲେକାଅଇଲା ଆଚେ, “ସେ ତାର୍ ସତ୍ରୁମନ୍କେ ଆରାଇକରି ଜେଡେବେଲେ ଉଁଚ୍ ରଇବା ଜାଗାଇ ଗାଲା, ତାର୍ ଆରାଇ ରଇବା ସତ୍ରୁମନ୍କେ ବାନ୍ଦିକରି ନେଲା ଆରି ତାର୍ ଦାନ୍ ବିନ୍ ବିନ୍ ଲକ୍କେ ଦେଲା ।
ଆଗର୍ ଲକ୍ମନ୍କେ ଏ ଟିକିନିକି ବିସଇ ନ କୁଆଅଇ ରଇଲା । ମାତର୍ ଏବେ ତାର୍ ଆତ୍ମା ଦେଇ, ସେ ବାଚି ରଇବା ତାର୍ ସୁକଲ୍ ପେରିତ୍ମନ୍କେ ଆରି ବବିସତ୍ବକ୍ତାମନ୍କେ ସେ ଜାନାଇଲା ଆଚେ ।
ଜଦି ଆମର୍ ସଙ୍ଗର୍ ଲକ୍କେ ସାଇଜ କର୍ବା ବପୁ ଦେଲାଆଚେ, ତେବେ ସେଟା କର୍ତେ ରଇବାର୍ ଆଚେ । ଜଦି ପର୍ମେସରର୍ ବାକିଅ ସିକାଇବାଟା ଦେଲାଆଚେ, ତେବେ ସେଟା ଜତନ୍ ସଙ୍ଗ୍ କର୍ବାର୍ ଆଚେ ।
ତମେ ବିସ୍ବାସ୍ କରି ବେସିଦିନ୍ ଅଇଗାଲା ଆଚେ । ଆରି ଏବେ ତମେ ତମର୍ ସଙ୍ଗାରିମନ୍କେ ସିକାଇବାର୍ ରଇଲା । ମାତର୍ ପର୍ମେସରର୍ ପର୍ତୁମ୍ ସିକିଆ ତମ୍କେ ଏବେ ସିକାଇବାକେ ଲକର୍ ଲଡାଆଚେ । ତମେ ଗଟେକ୍ ଦୁଦ୍ କାଇବା ପିଲାର୍ପାରା ଆଚାସ୍ । କାଇକେବଇଲେ ଆଁଟ୍ଟା ମନ୍ କାତ୍ରି ନାପାରାସ୍ ।
ସେ ବଡ୍ ନଅରର୍ ଦସାର୍ଲାଗି ସର୍ଗେ ରଇବା ଲକ୍ମନ୍ ସାର୍ଦା ଉଆ । ପର୍ମେସର୍ ସେ ନଅର୍କେ ଡଣ୍ଡ୍ ଦେଲାକେ ତମେ ବବିସତ୍ବକ୍ତାମନ୍, ପାର୍ଚିନ୍ମନ୍ ଆରି ପର୍ମେସର୍କେ ବିସ୍ବାସ୍ କର୍ବା ଲକ୍ମନ୍ ସାର୍ଦା ଉଆ । ସେ ନଅରର୍ ଲକ୍ମନ୍ ତମ୍କେ ତାଡ୍ନା କର୍ତେରଇଲାଇ ।
ଆର୍କର୍ ଦିନେ ଆମେ ସେ ଜାଗା ଚାଡି, ସିସେରିଆ ନାଉଁର୍ ଜାଗାଇ କେଟ୍ଲୁ, ତେଇ ମାପ୍ରୁର୍ କାତା ଜାନାଇବା, ପିଲିପର୍ ଗରେ ରଇଲୁ, ଜିରୁସାଲମେ ସେବା କର୍ବାକେ ବାଚାଇଅଇରଇବା ସାତ୍ ଲକର୍ ବିତ୍ରେଅନି, ପିଲିପ୍ ଗଟେକ୍ ଲକ୍ ରଇଲା ।
ଆନ୍ଟିଅକି ମଣ୍ଡଲିତେଇ କେତେଟା ବବିସତ୍ବକ୍ତା ଆରି ସିକିଆ ଦେବା ଗୁରୁ ରଇଲାଇ । ସେମନର୍ ବିତ୍ରେ ରଇଲାଇ ବର୍ନବା, ସିମନ୍ ଜାକେ କି ନିଗର୍ ଡାକ୍ତେରଇଲାଇ, ଲୁସିଅସ୍, ଜେ କି କୁରିନିୟ ଅନି ଆସିରଇଲା, ମନଏଁମ୍ ଜେ କି ଏରଦର୍ ଗରେ ବଡି ରଇଲା ଆରି ସାଉଲ୍ ।
ବାର୍ଟା ମୁଲ୍ ପାକ୍ନାଇ ସେ ନଗରର୍ କତି ଉଟାଇରଇଲାଇ । ଆରି ସେ ପାକ୍ନା ଉପ୍ରେ ମେଣ୍ଡାପିଲାର୍ ବାର୍ଟା ପେରିତ୍ ମନର୍ ନାଉଁ ଲେକା ଅଇରଇଲା ।
ମାତର୍ ଏ ମର୍ ଆଲାଦର୍ ମଇତର୍ମନ୍, ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ପେରିତ୍ ସିସ୍ମନ୍ କାଇଟା ଅଇସି ବଲି କଇଲାଟା ତମର୍ ମନେ ରଅ ।
ସୁକଲ୍ ଆତ୍ମାର୍ ଦାନ୍ ବିନ୍ ବିନ୍ ରକାମ୍, ମାତର୍ ଜନ୍ ଆତ୍ମା ସେଟାମନ୍ ଦେଇସି ସେ ଗଟେକ୍ ସେ ।