ଏପିସିୟ 4:25 - ସତିଅର୍ ବାଟ୍ ନୁଆ ନିୟମ୍ 202025 ତମର୍ ବିତ୍ରେ ମିଚ୍ କଇବାଟା ଚାଡିଦିଆସ୍, ନିଜର୍ ନିଜର୍ ବିତ୍ରେ ସତ୍ କୁଆକୁଇ ଉଆ । କାଇକେବଇଲେ ଆମେ ସବୁଲକ୍ ଗଟେକ୍ ଗାଗଡର୍ ବିନ୍ ବିନ୍ ବାଗ୍ ଅଇଲୁଆଚୁ । Gade chapit la |
ମାତର୍ ଜେ ମର୍ସଙ୍ଗ୍ ଆଇବାକେ ଡର୍ବାଇ, ଆରି ବିସ୍ବାସ୍ ନ କରତ୍, ଜାର୍ ଚଲାଚଲ୍ତି କାରାପ୍, ଜେ କି ନର୍ମାରୁମନ୍ ଆଚତ୍, ଜନ୍ ଲକ୍ମନ୍ କାରାପ୍ ରିତିନିତି ଅବିଆସ୍ କର୍ବାଇ, ଜନ୍ଲକ୍ମନ୍ ମଁତର୍ ଜଁତର୍ କର୍ବାଇ ଆରି ଜନ୍ ଲକ୍ମନ୍ ମିଚ୍ ଦେବ୍ତାମନ୍କେ ଜୁଆର୍ କର୍ବାଇ, ଆରି ଜେତ୍କି ସବୁ ମିଚୁଆମନ୍ ରଇବାଇ, ତାକର୍ ସେସର୍ ବେଲା ଏନ୍ତାରି ଅଇସି । ସେମନ୍କେ ଲାଗ୍ତେରଇବା ଗନ୍ଦ୍ଟାନେ ପିଙ୍ଗା ଅଇସି । ସେଟା ଅଇଲାନି ପଚର୍ ମରନ୍ ।
ବେବିଚାର୍ କାମ୍ କରି ପାପ୍ କର୍ବାଇ, ମୁନୁସ୍ମୁନୁସ୍ ବିତ୍ରେ ଆରି ମାଇଜିମାଇଜି ବିତ୍ରେ ବେବିଚାର୍ କାମ୍ କର୍ବା ଲକ୍ମନର୍ପାଇ, ଗତିଦାଙ୍ଗ୍ଡା ଇସାବେ ଲକ୍ମନ୍କେ ବିକ୍ବା ସାଉକାର୍ ମନର୍ପାଇ, ଜନ୍ ଲକ୍ ସତ୍ କଅତ୍ନାଇ, ସତ୍ସେ କଇବି ବଲି କାତା ଦେଇରଇକରି ମିଚ୍ କଇବା ଲକ୍ମନର୍ପାଇ ଆରି ପର୍ମେସରର୍ ବିସଇଟାନେ ରଇବା ସତ୍ ସିକିଆ ବିରୁଦେ ଜେତ୍କି ସବୁ କାତା ଉଟ୍ସି, ସେ ସବୁର୍ପାଇ ।
ସଇତାନ୍ ଅଇଲାନି ତମର୍ ବାବା । ଆରି ତମେ ସେ କର୍ବା କାରାପ୍ କାମ୍ମନ୍ କର୍ବାକେ ମନ୍ କଲାସ୍ନି । ସେ ଆଗ୍ତୁଅନି ଲକ୍ମନ୍କେ ନସ୍ଟ କଲାନି, ଆରି ସେ ସତ୍ ବିସଇ ଗିନ୍ କଲାନି । ତାର୍ତେଇ ସତ୍ ବିସଇ ନାଇ । ଜେଡେବେଲା ସେ ମିଚ୍ କଇଲାନି, ସେବେଲା ସେ ନିଜର୍ ଗୁନ୍ ଚଲନ୍ଅନି ସେନ୍ତି କଇଲାନି । କାଇକେ ବଇଲେ ସେ ମିଚ୍ କଇବା ଲକ୍, ଆରି ମିଚ୍ କଇବା ଲକ୍ମନର୍ ବାବା ।
ଏବେ ଆମେ ସବୁ ଆରାଜିତାଟାନେ ପାଲାଇବା ଲକ୍ମନର୍ପାରା ଆଚୁ । ଆମର୍ ଚାରିବେଟ୍ତି ଗଟେକ୍ ବଡ୍ ଦଲର୍ ସାକିମନ୍ ଦେକ୍ଲାଇନି । ତେବର୍ପାଇ ଜନ୍ଟାମନ୍ ଆମ୍କେ ବାଦା ଦେଲାନି, ଆରି ଜନ୍ ପାପ୍ମନ୍ ଆମ୍କେ ପଚ୍କେ ଜିକ୍ଲାନି, ସେଟା ସବୁ ବେଟି ପିଙ୍ଗିଦେବାର୍ । ଜନ୍ ଆରାଜିତା ଅଇ ପାଲାଇବାଟା ପର୍ମେସର୍ ଆମର୍ ମୁଆଟେ ସଙ୍ଗଇଆଚେ, ତେଇ ଆମେ ମୁର୍ଚିକରି ପାଲାଇ ସାରାଇଦେଉଁ ।