ଏପିସିୟ 5:29 - ସତିଅର୍ ବାଟ୍ ନୁଆ ନିୟମ୍ 202029 କେ ମିସା କେବେ ନିଜର୍ ଗାଗଡ୍କେ ଗିନ୍ ନ କରେ । ମାତର୍ ତାର୍ପାଇ ଦୁଆପୁଚା କରି କାଦି କୁଆଇସି । ଜେନ୍ତାରି କି କିରିସ୍ଟ ତାର୍ ମଣ୍ଡଲିର୍ ପାଇ ଜତନ୍ କଲାନି । Gade chapit la |
ଏ ଜିରୁସାଲାମ୍, ଏ ଜିରୁସାଲାମ୍, ତୁଇ ବବିସତ୍ବକ୍ତାମନ୍କେ ମରାଇଲୁସ୍ନି ଆରି ପର୍ମେସର୍ ପାଟାଇରଇଲା କବର୍ ଆନୁମନ୍କେ ପାକ୍ନା ମାରି ମରାଇଲୁସ୍ନି । ମାଇ କୁକ୍ଡା ତାର୍ ଟିଅଁମନ୍କେ ଡେନା ବିତ୍ରେ ଦାରି ଅଲଣ୍ଡ୍ଲାପାରା, ତର୍ ଲକ୍ମନ୍କେ ମୁଇ ପାଟାଲି ରକିଆ କର୍ବାକେ କେତେ କେତେ ତର୍ ଚେସ୍ଟା କଲି । ମାତର୍ ମକେ ସେନ୍ତାରି କର୍ବାକେ ଦେଉସ୍ ନାଇ ।