ଗାଲାତିୟ 1:4 - ସତିଅର୍ ବାଟ୍ ନୁଆ ନିୟମ୍ 20204 ଏବେ ଏ ପାପ୍ ବର୍ତି ଅଇରଇବା ଜଗତେଅନି ଆମ୍କେ ଉଦାର୍ କର୍ବାକେ ଆମର୍ ବାବା ପରମେସର୍ ମନ୍ କଲାଟା, ମାନିକରି କିରିସ୍ଟ ଆମର୍ ପାପର୍ ପାଇ ନିଜ୍କେ ସର୍ପିଦେଲା । Gade chapit la |
ଏଟା ଜଦି ଲକ୍ମନର୍ ଗାଗଡ୍ ଦଇପାର୍ଲା, ସେନ୍ତାର୍ଆଲେ କିରିସ୍ଟର୍ ବନିସଙ୍ଗ୍ ଆରି କେତେକ୍ ଅଦିକ୍ କରିଅଇସି ? ନ ସାର୍ବା ଆତ୍ମାର୍ପାଇ ସେ ନିଜେ ପରମେସରର୍ ସାଇଜ ନେଇ, କାଇ ପାପ୍ଦସ୍ ନ ଅଇତେ ବିରୁ ଇସାବେ ନିଜ୍କେ ପୁରାପୁରୁନ୍ ସର୍ପି ଦେଲାଆଚେ । ତାର୍ ବନିର୍ଲାଗି ବାନିଆ ରିତିନିତି କାମେଅନି ଜିତି କରି ଆମର୍ ବିବେକ୍ ସୁକଲ୍ ଅଇସି । ଆରି ଆମେ ସତଇସେ ଜିବନ୍ ରଇଲା ପରମେସରର୍ ସେବା କର୍ବା ଅଦିକାର୍ ପାଇଆଚୁ ।