ଗାଲାତିୟ 2:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ଆରି ଗଟେକ୍ ବାଟେ ସେମନ୍ ଦେକ୍ଲାଇ ଜେ, ପରମେସର୍ ଜେନ୍ତିକି ପିତର୍କେ ଜିଉଦିମନର୍ ଲଗେ ସୁବ୍କବର୍ ଜାନାଇବାକେ ଦାଇତ୍ ଦେଇ ରଇଲା, ସେନ୍ତି ଜିଉଦି ନଇଲା ଲକ୍ମନର୍ ଟାନେ ସୁବ୍କବର୍ ଜାନାଇବାକେ ମକେ ଦାଇତ୍ ଦେଲାଆଚେ । Gade chapit la |
ନେତା ଇସାବେ ଏଜାଇଅଇରଇବା ଜାକୁବ୍, ପିତର୍ ଆରି ଜଅନ୍, ଉଁ ବଲି ମାନି ଅଇରଇଲାଇ ଜେ, ପରମେସର୍ ମକେ ଏ ମୁକିଅ କାମର୍ ଦାଇତ୍ ଦେଲାଆଚେ । ସେଟାର୍ ପାଇ ସେମନ୍ ମକେ ଆରି ବର୍ନବାକେ, ଆମେ ମିସିକରି କାମ୍ କରୁବଲି ଗଟେକ୍ ଚିନ୍ ଇସାବେ ଆତ୍ ମିଲାଇଲାଇ । ବର୍ନବା ଆରି ମୁଇ ଜିଉଦି ନଇଲା ଲକ୍ମନର୍ ବିତ୍ରେ ଆରି ସେମନ୍ ଜିଉଦିମନର୍ ବିତ୍ରେ କାମ୍ କର୍ବୁ ବଲି ରାଜି ଅଇରଇଲୁ ।