ଗାଲାତିୟ 3:15 - ସତିଅର୍ ବାଟ୍ ନୁଆ ନିୟମ୍ 202015 ଏ ବାଇବଇନିମନ୍ ! ପର୍ମେସର୍ ଅବ୍ରାଆମ୍କେ ଜନ୍ ସପତ୍ ଦେଇ ରଇଲା, ସେଟା ବାତାଇବାକେ ମୁଇ ଗଟେକ୍ ଉଦାଅରନ୍ କଇବି। ଜେଡେବଲ୍ ଦୁଇ ଲକ୍ ଗଟେକ୍ ବିସଇତେଇ ରାଜିନାମା ଲେକ୍ବାଇ, ସେ ରାଜିନାମା କେ ମିସା ବାଙ୍ଗାଇ ନାପାରତ୍ । କି ତେଇ କାଇଟା ମିସାଇ ନାପାରତ୍ । Gade chapit la |
ଏପିସି ସଅରେ ମୁଇ ବେସି କସ୍ଟ ପାଇଲି । କାଇକେବଇଲେ ଜନ୍ ଲକ୍ମନ୍ ମକେ ବିରଦ୍ କଲାଇ, ସେମନର୍ ସଙ୍ଗ୍ ଡଙ୍ଗ୍ରେ ରଇବା ପସୁମନର୍ ପାରା ଜୁଜିରଇଲି । ତେଇ ଆମେ ଜେନ୍ତି କସ୍ଟ ପାଇତେରଇଲୁ, ସେନ୍ତାରି ଅଇଲାକେ ଆମ୍କେ କାଇ ଲାବ୍ ମିଲ୍ଲା ? ଜଦି ମଲା ଲକ୍ମନ୍କେ ନ ଉଟାଏ, ତେବେ ଏନ୍ତାରି କଇବାଟା ନିକ ରଇସି । “ଆସା ଆମେ ବଜିକରି କାଉଁ, କାଇକେବଇଲେ ଆମେ କାଲିକେ ମର୍ବାର୍ ଅଇସିବେ ।”