ଗାଲାତିୟ 3:28 - ସତିଅର୍ ବାଟ୍ ନୁଆ ନିୟମ୍ 202028 ସେଟାର୍ ପାଇ ଜିଉଦି ଆରି ଜିଉଦିନଇଲା ଲକ୍, ଗେନାଅଇଲା ଗତିଦାଙ୍ଗ୍ଡାଦାଙ୍ଗ୍ଡି କି ମୁକ୍ଲାଇଲା ଲକ୍, ମୁନୁସ୍ କି ମାଇଜି ବିତ୍ରେ, କାଇଟା ମିସା ବିନ୍ ନାଇ । ଆମେ ସବୁ ଲକ୍ ଜିସୁର୍ ସଙ୍ଗ୍ ମିସିକରି ଗଟେକ୍ ଅଇଆଚୁ । Gade chapit la |
କାଇକେବଇଲେ ଜଦି ତମେ ଗଟେକ୍ ବିସ୍ବାସି ମାଇଜି, ବିସ୍ବାସ୍ ନ କର୍ବା ମୁନୁସ୍କେ ବିବା ଅଇଆଚାସ୍, ତର୍ ମୁନୁସ୍ ତର୍ ସଙ୍ଗ୍ ମିସ୍ଲାର୍ପାଇ ତାକେ ପର୍ମେସର୍ ତାର୍ ନିଜର୍ ସୁକଲ୍ ଲକ୍ କଲାଆଚେ । ସେନ୍ତାରିସେ ବିସ୍ବାସ୍ ନ କରିରଇବା ମାଇଜିକେ, ପର୍ମେସର୍ ଡାକ୍ଲା ଆଚେ । କାଇକେବଇଲେ ସେ ବିସ୍ବାସ୍ କର୍ବା ମନସ୍ ସଙ୍ଗ୍ ମିସ୍ଲା ଆଚେ । ଏନ୍ତାରି ନ ରଇଲେ ତମର୍ ପିଲାମନ୍ ବିସ୍ବାସ୍ ନ କର୍ବା ଲକର୍ ପିଲାମନର୍ପାରା ଅଇତାଇ । ମାତର୍ ଏବେ ସେମନ୍କେ ମିସା ପର୍ମେସର୍ ତାର୍ ନିଜର୍ ଲକ୍ କଲାଆଚେ ।