7 ଜନ୍ ଲକ୍ମନ୍ ବିସ୍ବାସ୍ କର୍ବାଇ, ସେମନ୍ସେ ଅବ୍ରାଆମର୍ କୁଟୁମର୍ ଲକ୍ । ଏଟା ତମେ ଜାନ୍ବାର୍ ଆଚେ ।
ଅବ୍ରାଆମ୍ ବିସ୍ବାସ୍ କରି ଆସିର୍ବାଦ୍ ପାଇରଇଲା । ସେଟାର୍ ପାଇ ଜେତ୍କି ଲକ୍ ବିସ୍ବାସ୍ କର୍ବାଇ, ସେମନ୍ ସବୁ ଲକ୍ ତାର୍ ପାରା ଆସିର୍ବାଦ୍ ପାଇବାଇ ।
ସେଟା ଆମର୍ପାଇ ମିସା ଲେକାଅଇଆଚେ । ଆମେ ମିସା ପରମେସର୍କେ ବିସ୍ବାସ୍ କଲେ ଦରମ୍ ଲକ୍ ବଲି ଏଜାଇଅଇବୁ । ସେ ମାପ୍ରୁ ଜିସୁକେ ମଲାତେଇଅନି ଆରି ତରେକ୍ ଜିବନ୍ କରି ଉଟାଇଲା ଆଚେ ବଲି ବିସ୍ବାସ୍ କଲୁନି ।
ଜିଉଦି ଲକ୍ମନ୍ ତାକେ କଇଲାଇ, “ଆମର୍ ବାବା ଅବ୍ରାଆମ୍ ।” ଜିସୁ କଇଲା, “ତମେ ଜଦି ସତଇସେ ଅବ୍ରାଅମର୍ ନାତିତିତି ଅଇରଇତାସ୍ ବଇଲେ, ଅବ୍ରାମ୍ କରିରଇଲା କାମ୍ମନ୍ କର୍ତାସ୍ ।
ଜିସୁ ଜକିୟକେ କଇଲା, “ଆଜି ଏ ଗରେ ମୁକ୍ତି ମିଲ୍ଲା । କାଇକେବଇଲେ ଏ ମିସା ଗଟେକ୍ ଅବ୍ରାଆମର୍ ନାତିତିତି ।
ସେନ୍ତାରିସେ ଏ ସବୁ ବିସଇ ଅଇବାଟା ଦେକ୍ଲେ ପର୍ମେସରର୍ ରାଇଜ୍ କେଟି ଆଇଲା ବଲି ଜାନ୍ସା ।”
ଆମର୍ ବାଇ ତିମତି ବନ୍ଦିଗରେ ଅନି ମୁକ୍ଲି ଆଚେବଲି ଜାନ୍ସା । ସେ ଜଦି ସେ ଦାପ୍ରେ ଆଇସି, ତେବେ ମର୍ସଙ୍ଗ୍ ତାକେ ଡାକିଆନ୍ବି ।
ଜନ୍ ଲକ୍ମନ୍ ନିଜର୍ ଜିବନେ ଏ କାତା ଦାର୍ବାଇ, ସେମନ୍ ସବୁ ଲକ୍ ଆରି ପରମେସରର୍ ସବୁ ଲକ୍ମନ୍ ଜିବ୍ନେ ସାନ୍ତି ଆରି ଜିବନ୍ ଦୁକାନି ପାଇବାଇ ।