ଗାଲାତିୟ 4:6 - ସତିଅର୍ ବାଟ୍ ନୁଆ ନିୟମ୍ 20206 ତମେମନ୍ ଜେ ପରମେସରର୍ ପିଲାଜିଲା, ଏଟା ଦେକାଇ ଦେବାକେ, ପରମେସର୍ ତାର୍ ପଅର୍ ଆତ୍ମା ଆମର୍ ମନ୍ ବିତ୍ରେ ପାଟାଇଲା ଆଚେ । ସେ ଆତ୍ମା ଆଉଲିଅଇ କଇଲାନି, “ବାବା ! ଏ ମର୍ ବାବା !” Gade chapit la |
ମୁଇ ତାକେ ଜୁଆର୍ କର୍ବି ବଲି ତାର୍ ଗଡେ ଡାଣ୍ଡାସନ୍ ପଡ୍ଲି, ମାତର୍ ସେ ମକେ କଇଲା, “ନିଚୁ, ମୁଇ ଆରି ତର୍ ସଙ୍ଗର୍ ବିସ୍ବାସି ବାଇମନ୍ ଜେତ୍କି ଲକ୍ ଆମେ ସବୁ ଜିସୁ ଜାନାଇରଇବା ସତ୍ ଦାରିଆଚୁ, ଆମେ ସବୁ ଅବ୍କା ଦାଙ୍ଗ୍ଡାମନ୍, ପର୍ମେସର୍କେ ଜୁଆର୍ କରା । କାଇକେବଇଲେ ଜିସୁ ଜନ୍ ସତ୍ ଜାନାଇଆଚେ, ସେଟାସେ ବବିସତ୍ ବକ୍ତାମନ୍କେ କାତାଅଇବାକେ ବପୁଦେଲାଆଚେ ।”