ଗାଲାତିୟ 5:15 - ସତିଅର୍ ବାଟ୍ ନୁଆ ନିୟମ୍ 202015 ମାତର୍ ତମେ ଜଦି କିରମାର ଅଇ ତମର୍ ବିତ୍ରେ ଚାବାକାତ୍ରା ଅଇସା, ତେବେ ଜାଗ୍ରତ୍, ଜେନ୍ତିକି ତମର୍ ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ମାରି ନସ୍ଟ ନ ଉଆ । Gade chapit la |
ମୁଇ ବେସି ଚିନ୍ତାଇ ଆଚି, ମୁଇ ତମର୍ ଟାନେ ଆଇଲାବେଲେ, ମନ୍ ନ କର୍ବା ଚଲାଚଲ୍ତି ତମର୍ ବିତ୍ରେ ଦେକ୍ବି ମିସା । ସେନ୍ତାରି ଅଇଲେ, ମୁଇ ତମ୍କେ ଦମ୍କାଇବାକେ ପଡ୍ସି ଆରି ସେଟା ତମେ ମନ୍ ନ କରାସ୍ । ତେଇ କେତେଟା ଜୁଜିଆଲ୍ମନ୍, ଇଁସ୍ଲିଆମନ୍, ଦାପ୍ରେ ରିସା ଅଉମନ୍, ନିଜର୍ ବିସଇ ଦେକାଇ ଅଉମନ୍, ତାର୍ ବାଇମନ୍କେ ନିନ୍ଦା କରୁମନ୍, ତିପ୍ଲିଆମନ୍, ବଡ୍ପନିଆମନ୍, ଆରି ବିସ୍ବାସିମନ୍ ଗଟେକ୍ ମନ୍ ନ ଅଇଲାଟା ଦେକ୍ବି ।
କେ ମିସା ନିଜର୍ ଚାଲାକିକରି ପର୍ମେସରର୍ ବିସଇ ତିଆର୍କରି ରଇବାଟା ସଙ୍ଗ୍ ତମ୍କେ ପାନ୍ଦେ ନ ଲାଗାଅତ୍, ସେଟାର୍ପାଇ ଜାଗ୍ରତ୍ ଅଇରୁଆ । ସେମନ୍ ସିକାଇବାଟା କାଇ ଲଡାକେ ନ ଆସେ ଆରି ସେଟା ସତ୍ ବିସଇ ନଏଁ । ସେଟା ବିନ୍ ଲକର୍ଟାନେଅନି ସୁନି ସୁନି ଆଇବାଟା ଆରି ସେଟା ଏ ଜଗତ୍ ବିତ୍ରେ ରଇବା ନିୟମ୍ । ମାତର୍ କିରିସ୍ଟର୍ ବିସଇଟାନେ ରଇବା, ସତ୍ ସିକିଆ ନଏଁ ।